ଗଞ୍ଜେଇ, କଫ୍‌ ସିରପ୍‌ ଚାଲାଣ ବେଳେ ଠାବ: ପିସ୍ତଲ, ଗୁଳି ଜବତ, ୬ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୧।୩: ବରଗଡ଼ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଓ ବରପାଲି ଥାନା ପୋଲିସ ଶନିବାର କଫ ସିରପ ଏବଂ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଠାବ କରିଛି। ଏହା ବରପାଲି ରାସ୍ତାର ଏକ ଢାବା ନିକଟରେ ଠାବ ହୋଇଥିବା ବେଳେ ଘଟଣାରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ମହାନ୍ତିପଡ଼ାର ଶେଖ ମଇନୁଦ୍ଦିନ, ୱାର୍ଡ ନଂ-୧୧ର ଶେଖ ହଇଦାନ, ବିଞ୍ଝାଲପଡ଼ାର ଲିଙ୍ଗରାଜ ମେହେର, ଭଟଲି ଥାନା ନୂଆଗଡ଼ର କମଳ ବେହେରା, ବଡ଼ମାଳର ସୂର୍ଯ୍ୟକାନ୍ତ ସାହୁ ଏବଂ ପରେଶ ସାହୁ। ସେମାନଙ୍କ ପାଖରୁ ୩ଟି ୪ଚକିଆ ଗାଡ଼ି, ୭୨ କି.ଗ୍ରା ଗଞ୍ଜେଇ, ୧୬୦୦ ବୋତଲ କଫ୍‌ ସିରପ୍‌, ୮ଟି ମୋବାଇଲ, ନଗଦ ୨ଲକ୍ଷ ୮୯ହଜାର ୮ଶହ ଟଙ୍କା, ୨ଟି ପିସ୍ତଲ ଏବଂ ୧୭ଟି ଗୁଳି ଜବତ କରାଯାଇଛି। ବରପାଲି ଥାନାରେ ଏ ନେଇ ଏକ ମାମଲା ୭୫/୨୦ରେ ରୁଜୁ ହୋଇଥିବା ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ, ଯୁକ୍ତ ୨ ନୂତନ ଛାତ୍ରୀଙ୍କୁ ସ୍ବାଗତ

ଭଞ୍ଜନଗର, ,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହ ଯୁକ୍ତ ୨ ପ୍ରଥମ ବର୍ଷର ନୂତନ…

ଶ୍ରୀ ଜଗନ୍ନାଥ ମନ୍ଦିର ଘଣ୍ଟ ଚୋରି କରି ନେଇଥିଲେ, ସିସିଟିଭି ଫୁଟେଜ୍‌ରୁ ଚିହ୍ନଟ କରି ଅଭିଯୁକ୍ତଙ୍କୁ ଗିରଫ, କୋର୍ଟ ଚାଲାଣ ପରେ…

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଘଣ୍ଟ ଚୋରି ହୋଇଥିବା ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ…

ଶର୍ଟ ସର୍କିଟରୁ ମୁଖ୍ୟମନ୍ତ୍ରୀ ବସ୍‌ରେ ଲାଗିଲା ନିଆଁ, ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ୨୦ ଯାତ୍ରୀଙ୍କ ଜୀବନ

ବେଲଗୁଣ୍ଠା, ୨୩ା୭(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ବେଲଗୁଣ୍ଠା ବ୍ଲକ ଅଞ୍ଚଳରେ ଏକ ବଡ଼ ଧରଣର ବସ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଡ୍ରାଇଭରଙ୍କ ସମୟୋଚିତ ପଦକ୍ଷେପ ଯୋଗୁଁ ବସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri