Posted inଜାତୀୟ

ଗଞ୍ଜେଇ ଗଛ ନଷ୍ଟ ପାଇଁ ମହିଳା ସଂଗଠନ ଭିଡ଼ିଲା ଅଣ୍ଟା

ଶିମଲା,୧୧।୮: ହିମାଚଳପ୍ରଦେଶର ଏକ ମହିଳା ସଂଗଠନ ଗଞ୍ଜେଇ ଗଛ ନଷ୍ଟ ପାଇଁ ଅଣ୍ଟା ଭିଡ଼ିଛି। ରାମପୁର ଭୁଶହାହର ସ୍ଥିତ ଡାକୋଲାଡ୍‌ ଗାଁରେ ଥିବା ମହିଳା ସଂଗଠନ ଏନେଇ ଗାଁରେ ସଚେତନତା ବାର୍ତ୍ତା ପ୍ରସାର କରିବା ସହିତ ଗାଁର ବିଭିନ୍ନ ସ୍ଥାନରେ ଥିବା ଗଞ୍ଜେଇ ଗଛଗୁଡ଼ିକୁ ନଷ୍ଟ କରୁଛି। ଗଞ୍ଜେଇ ଗଛଗୁଡ଼ିକୁ ଉପାଡ଼ି ମହିଳାମାନେ ନିଆଁ ଲଗାଇ ଜଳାଇ ଦେଉଛନ୍ତି। ମହିଳା ସଂଗଠନର ଏହି କାର୍ଯ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଶକ୍ତ ଝଟ୍‌କା: କୋହଲି ବିଦା

ନୂଆଦିଲ୍ଲୀ,୪।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସିରିଜ ଆରମ୍ଭ ହେବାକୁ ଯାଉଛି। ପ୍ରଥମେ ଜୁନ ୬ରୁ ଏକ ଟେଷ୍ଟ ମ୍ୟାଚ ଖେଳାଯିବ। ଏହା ପରେ ଜୁନ ୧୩ରୁ…

ଶ୍ୱଶୁରଘର ଗାଁ ଚାଷଜମିରେ ଜ୍ୱାଇଁଙ୍କ ମୃତଦେହ, ଅଭିଯୋଗ ଆଣି ମୃତକଙ୍କ ମା’ କହିଲେ ବୋହୂ ତାଙ୍କ…

ଆଳି,୪ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଟରା ଗ୍ରାମର ବାବନ ସେଠୀ(୪୫)ଙ୍କ ମୃତଦେହ ତାଙ୍କ ଶ୍ୱଶୁରଘର ମାନପୁର ଗାଁ ଚାଷଜମିରୁ ଜବତ କରାଯାଇଛି। ତାଙ୍କୁ…

ଶଗଡ଼କୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ୨ ସାଙ୍ଗଙ୍କ ଜୀବନ, କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ଜଗନ୍ନାଥପୁର-ପ୍ରତାପଗିରି ଗ୍ରାମ ଛକ ପୋଖରୀ ନିକଟ ବୁଲାଣି ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇୱା…

ବନ୍ଧା ହେଲେ ଆୟକର ଅଧିକାରୀ: ୪ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଭଦ୍ରକ, ୪।୬(ସନାତନ ରାଉତ): ଭଦ୍ରକ ଆୟକର ସୁପରିଟେଣ୍ଡେଣ୍ଟ ରମେଶ ମହାନ୍ତିଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ସିବିଆଇ। ଜଣେ ବ୍ୟକ୍ତିଙ୍କ ନକଲି ପାନ କାର୍ଡ ଡିଲିଟ…

ଉପକୂଳ ଅଞ୍ଚଳରେ ବୃଦ୍ଧିପାଉଛି ଦେଶୀ ହାଣ୍ଡିଆ ଭାଟି: ନିଶା ସେବନ କରି ଯୁବପିଢ଼ି…

ମହାକାଳପଡ଼ା,୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଦେଶୀ ହାଣ୍ଡିଆ ଭାଟି। ବିଶେଷ କରି ଏହି ଅଞ୍ଚଳର…

ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍‌ରେ ଲାଗିପଡ଼ିଛନ୍ତି ଅଧିକାରୀ

ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ…

ଓଡ଼ିଶାରେ ଚାଲିବ ଗ୍ରୀନ୍‌ ହାଇଡ୍ରୋଜେନ ବସ୍‌: ଏହିସବୁ କରିଡରରେ ମିଳିବ ସେବା

ଭୁବନେଶ୍ୱର,୪ା୬(ସୁଚିସ୍ମିତା ସାହୁ):ରାଜ୍ୟରେ ସ୍ଥାୟୀ ସହରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରାଯିବା ସହ ସ୍ବଚ୍ଛ ଶକ୍ତି ସଂକ୍ରାନ୍ତ ରୂପାନ୍ତରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏହି କ୍ରମରେ ଓଡ଼ିଶାରେ ଗ୍ରୀନ୍‌…

ଯାହାକୁ ଡରୁଥିଲେ ଟ୍ରମ୍ପ, ଶେଷରେ ତାହା ହିଁ ଘଟିଲା: ନିଜ ଲୋକ ବି ଦେଲେ ଧୋକା

ଓ୍ବାଶିଂଟନ୍‌,୪।୬: ଇରାନ ସହିତ ସଂଘର୍ଷକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଇରାନ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ସୀମିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri