ଗଞ୍ଜେଇ ଚୋରା ଚାଲାଣ : ଛତିଶଗଡ଼ ପୋଲିସ ଦ୍ୱାରା ୨ ଯୁବକ ଗିରଫ

ଚନ୍ଦାହାଣ୍ଡି, ୨୪।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନ ପୂଜାରୀଗୁଡା ଗ୍ରାମର ୨ ଯୁବକ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଛତିଶଗଡ଼ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସେ ହେଲେ ଅଭିମନ୍ୟୁ ମାଝି (୨୬) ଏବଂ ଚୈତନ(୨୪)।
ସୂଚନାଯୋଗ୍ୟ, ସୋମବାର ଅଭିମନ୍ୟୁ ଓ ଚୈତନ ୨ଟି ବାଇକ୍‌ରେ ୧୬ କେଜି ୧୦୦ ଗ୍ରାମ ଗଞ୍ଜେଇ ନେଇ ଛତିଶଗଡ଼ ରାଇପୁରକୁ ଯାଉଥିବା କୌଣସି ସୂତ୍ରରୁ ଖବରପାଇ ଦେଓଭୋଗ ପୋଲିସ ଏକ ଟିମ୍‌ ଧୁରୁଆପଡାଠାରେ ଉଭୟଙ୍କୁ ଅଟକ ରଖି ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ଉଭୟଙ୍କ ପାଖରୁ ଗଞ୍ଜେଇ ଜବତ ହୋଇଥିଲା। ତେବେ ମଙ୍ଗଳବାର ଉଭୟଙ୍କୁ ଗରିଆବନ୍ଧ ଜେଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri