ଗଞ୍ଜେଇ ଜବତ, ୨ ଗିରଫ

ଫିରିଙ୍ଗିଆ,୧୬ା୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପୋଲିସ ପଲାବ୍ରୁଡି ପଞ୍ଚାୟତ ମୁସେଲିପାଂଗା ରାସ୍ତା ମାଝିପଡା ଗ୍ରାମରେ ଚଢ଼ାଉ କରି ଏକ ପିକ୍‌ଅପ ଭ୍ୟାନରୁ ୧୦୩ କେଜି ଗଞ୍ଜେଇ ଜବତ କରିବା ସହ ୨ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାମାରିଆ ଗ୍ରାମର ବିଦ୍ୟାଧର ସାହୁ ଓ ଦେବଗଡ ଜିଲା ବିଜାନଳୀ ଗ୍ରାମର ତରଣୀ ସାହୁ। ସୂଚନା ଅନୁଯାୟୀ, ପିକ୍‌ଅପ ଭ୍ୟାନ (ଓଡି୦୫ ଏଏଫ-୫୪୦୭)ରେ ଗଞ୍ଜେଇ ବୋଝେଇ ହୋଇ ମୁସେଲିପାଙ୍ଗାରୁ ଅନୁଗୋଳ ଅଭିମୁଖେ ଆସୁଥିଲା। ପୋଲିସ ଖବର ପାଇ ମାଝିପଡା ରାସ୍ତାରେ ଯାଞ୍ଚ କରୁଥିଲେ। ଉକ୍ତ ରାସ୍ତାଦେଇ ଗାଡି ଅତିକ୍ରମ କଲାବେଳେ ପୋଲିସ ଅଟକାଇ ଯାଞ୍ଚ କରି ଗଞ୍ଜେଇ ଜବତ କିରିଥିଲା। ଏନେଇ ନଂ.୧୦୦/୧୯ରେ ମାମଲା ରୁଜୁ ହୋଇଥିବା ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri