ଗଞ୍ଜେଇ ଜବତ, ୩ ମହିଳା ଗିରଫ

ଫୁଲବାଣୀ ଅଫିସ, ୮ା୧୨: ଏକ ଘରୋଇ ବସ୍‌ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଖଜୁରିପଡା ପୋଲିସ ଚଢ଼ାଉ କରି ୩୨ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ଜଣ ମହିଳାଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନିତା ପ୍ରଧାନ(୩୫), ସକୁନ୍ତଳା ବେହେରା(୫୦) ଓ ଦ୍ରୌପଦି କହଁର(୫୨)। ବସ୍‌ଟି ଫୁଲବାଣୀରୁ ଭୁବନେଶ୍ୱର ଯାଉଥିଲା। ଏ ନେଇ ନଂ.୧୧୧/୧୯ରେ ମାମଲା ରୁଜୁ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର, ୧୨।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?