ଗଞ୍ଜେଇ ବେପାରୀଙ୍କୁ ୩ ବର୍ଷ ଜେଲ

ନିମାପଡ଼ା,୧୯।୧୨ (ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ମଲ୍ଲିକଙ୍କୁ ୩ବର୍ଷ ଜେଲ୍‌ ଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରାଯାଇଛି। ନିମାପଡ଼ା ସ୍ବତନ୍ତ୍ର ଅତିରିକ୍ତ ଜିଲା ଦୌରା ଜଜ୍‌ ପ୍ରଦୀପ୍ତ କୁମାର ସାହୁ ବୁଧବାର ଏହି ମାମଲାର ଶୁଣାଣି କରିଛନ୍ତି। ଜରିମାନା ଟଙ୍କା ଅନାଦାୟେ ଅଧିକ ୬ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ। କୋର୍ଟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କ ଥାନା ଅନ୍ତର୍ଗତ ସଦାନନ୍ଦପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ଗତ ୨୦୧୬ ଜୁଲାଇ ୨୫ରେ ଗଞ୍ଜେଇ ଚାଲାଣ କରୁଥିଲେ। ସେହି ସମୟରେ ପାଟ୍ରୋଲିଂ କରୁଥିବା ଅବକାରୀ ବିଭାଗର ଏସ୍‌ଆଇ ସୂର୍ଯ୍ୟନାରାୟଣ ରଥ ତାଙ୍କୁ ଧରିଥିଲେ। ପୂର୍ଣ୍ଣଚନ୍ଦ୍ରଙ୍କ ଠାରୁ ୩କିଲୋ ଗଞ୍ଜେଇ ଜବତ ହୋଇଥିଲା। ଏ ନେଇ ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା (ନଂ.୩୬/୧୬)ରୁଜୁ କରାଯାଇ ତାଙ୍କୁ ଗିରଫ କରାଯାଇଥିଲା। ପରବର୍ତ୍ତୀ ସମୟରେ ସେ ଜାମିନ୍‌ରେ ବାହାରିଥିଲେ। ବୁଧବାର ଏହି ମାମଲାର ଶୁଣାଣି ହୋଇଥିଲା। ୩ବର୍ଷ ଜେଲ୍‌ ସହ ୨୦ହଜାର ଟଙ୍କାର ଜରିମାନା ଦଣ୍ଡରେ ଦଣ୍ଡିତ କରାଯାଇଛି। ହେଲେ ଉପରକୋର୍ଟରେ ଦ୍ୱାରସ୍ଥ ହେବା ପାଇଁ ପୂର୍ଣ୍ଣଚନ୍ଦ୍ରଙ୍କୁ ଜାମିନ ମିଳିଛି। ସରକାରଙ୍କ ପକ୍ଷରୁ ଆଇନଜୀବୀ ସୀତାକାନ୍ତ ଦାସ ଏହି ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri