ଗଡ଼ିଲା ନନ୍ଦିଘୋଷ, ଗହଳି ଲଗାଇ ଆସୁଛନ୍ତି ‘ସାଆନ୍ତେ’

ପୁରୀ ଅଫିସ,୪।୭: ବଡ଼ ଭାଇ ପ୍ରଭୁ ବଳଭଦ୍ରଙ୍କ ‘ତାଳଧ୍ୱଜ’, ଦେବୀ ସୁଭଦ୍ରାଙ୍କ ‘ଦର୍ପଦଳନ’ ରଥ ଗଡ଼ିବା ପରେ ଗଡ଼ିଛି କାଳିଆ ସାଆନ୍ତଙ୍କ ‘ନନ୍ଦିଘୋଷ। ଘଣ୍ଟ, କାହାଳୀ, ମୃର୍ଦ୍ଦଳର ତାଳେତାଳେ ଭକ୍ତଙ୍କ ଗହଳରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ। ଦୂରରୁ ଦେଖିଲେ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିବା ପରି ମନେ ହେଉଛି।

ତେବେ ପ୍ରଥମେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ରଥରେ ବିଜେ କରିବା ପରେ ଶେଷ ହୋଇଥିଲା ମଦନମୋହନ ବିଜେ ନୀତି। ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରଥମେ ବଳଭଦ୍ରଙ୍କ ରଥରେ ଛେରାପହଁରା କରିବା ପରେ ପ୍ରଭୁ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ରଥରେ ଛେରାପହଁରା କରିଥିଲେ। ଏହା ପରେ ରଥରେ ଚାରମାଳ ଫିଟାଯାଇ ଘୋଡ଼ା ଯୋଚାଯିବା ପରେ ଆରମ୍ଭ ହୋଇଛି ରଥ ଟଣା। ନିର୍ଦ୍ଧାରିତ ସମୟ ପୂର୍ବରୁ ଅର୍ଥାତ ୨ଟା ୧୫ ମିନିଟ୍‌ରୁ ରଥଟଣା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା।…

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri