ଗଣତି ଚାଲିଛି ପୋଷ୍ଟାଲ ବାଲଟ

ଛତ୍ରପୁର,୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଆସିକା ଲୋକସଭା ଆସନ ପାଇଁ ପୋଷ୍ଟାଲ ବାଲଟର ଗଣତି ଛତ୍ରପୁର ସ୍ଥିତ ଜ଼ିଲାପାଳଙ୍କ ସମ୍ମିଳନୀ କକ୍ଷରେ ଚାଲିଛି। ରିଟର୍ଣ୍ଣିଂ ଅଫିସର ତଥା ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ଏହି ଗଣତି ଚାଲିଛି। ଅପରପକ୍ଷରେ ଇଭିଏମ୍‌ରେ ଭୋଟ ଗଣତି ବ୍ରହ୍ମପୁର, ଛତ୍ରପୁର, ଭଞ୍ଜନଗରରେ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri