ଗଣବଳାତ୍କାର ଭିଡିଓ ଭାଇରାଲ, ୩ ଅଟକ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରେ ପୁଣି ଲଜ୍ଜା। ୩ ଜଣ ସାଙ୍ଗ ମିଶି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ୩ ଅଭିଯୁକ୍ତଙ୍କୁ ଗୁରୁବାର ଥାନାକୁ ଆଣି ପଚରାଉଚରା କରୁଥିବା ଥାନା ଅଧିକାରୀ ପ୍ରଭାତ କୁମାର ସାହୁ କହିଛନ୍ତି। ପ୍ରକାଶ ଯେ, ସମ୍ପୃକ୍ତା ଛାତ୍ରୀଙ୍କୁ ୩ଜଣ ଏକ ଭଡ଼ାଘରେ ଗଣବଳାତ୍କାର କରୁଥିବା ଭିଡିଓ ଗତ ୧୦ଦିନ ତଳେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଜଣେ ସମ୍ପର୍କୀୟ ଭିଡିଓଟି ଦେଖିବା ପରେ ଛାତ୍ରୀଙ୍କ ପରିବାର ଲୋକଙ୍କୁ କହିଥିଲେ। ଏହାପରେ ଥାନାରେ ଅଭିଯୋଗ ହୋଇଥିଲା। ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?