ଗତ ୨୪ ଘଣ୍ଟାରେ ଦେଶରେ କରୋନା ଜନିତ ସର୍ବାଧିକ ମୃତ୍ୟୁସଂଖ୍ୟା ୪୪୫

ନୂଆଦିଲ୍ଲୀ,୨୨।୬: ଦେଶରେ ସୋମବାର ପୁଣି ନୂଆ ୧୪,୮୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ କରୋନା ଜନିତ ସର୍ବାଧିକ ୪୪୫ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଚିହ୍ନଟକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୨୫୨,୮୨ରେ ପହଞ୍ଚିଛି। ସେଥିମଧ୍ୟରୁ ୧,୭୪,୩୮୭ଜଣ ଚିକିତ୍ସାଧିନ ଥିବା ବେଳେ ୨,୩୭୧,୯୫ ସୁସ୍ଥ ହୋଇଛନ୍ତି। ଏତଦ୍‌ ବ୍ୟତୀତ ୧୩,୬୯୯ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶରେ କରୋନା ସଂକ୍ରମଣରେ ଅତ୍ୟଧିକ ପ୍ରଭାବିତ ରାଜ୍ୟ ହେଉଛି ମହାରାଷ୍ଟ୍ର। ଯେଉଁଠାରେ କରୋନା ଆକ୍ରାନ୍ତଙ୍କ ଲକ୍ଷେ ଟପି ୧,୩୨୦,୭୫ରେ ପହଞ୍ଚିଛି। ସେହିପରି ଦିଲ୍ଲୀରେ ୫୯,୭୪୬ ଓ ତାମିଲନାଡ଼ୁରେ ୫୯,୩୭୭ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri