Posted inଜାତୀୟ

ଗତ ୫ ବର୍ଷ ଧରି ଦେଶରେ ମୋଦି ସରକାର ଲାଗୁ କରିଛନ୍ତି ସୁପର ଏମରଜେନ୍ସି: ମମତା ବାନାର୍ଜୀ

କୋଲକତା,୨୫।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍‌ ୨୫ ମଧ୍ୟରାତ୍ରରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଦ୍ୱାରା ଦେଶରେ ଏମରଜେନ୍ସି ବା ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ଏ ସମ୍ପର୍କରେ ଜୁନ୍‌ ୨୬ ସକାଳେ ରେଡିଓରେ ଇନ୍ଦିରା ଦେଶବାସୀଙ୍କୁ ଅବଗତ କରାଇଥିଲେ। ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାଗେର୍ଟ କରିଛନ୍ତି। ଦେଶରେ ଗତ ୫ ବର୍ଷ ଧରି ମୋଦି ସରକାର ଏମରଜେନ୍ସି ଭଳି ସ୍ଥିତି ଲାଗୁ ରହିଛନ୍ତି। ମୋଦି ସରକାରଙ୍କ ସୁପର ଏମରଜେନ୍ସି ୪୪ ବର୍ଷ ତଳର ଏମରଜେନ୍ସିଠାରୁ କେଇ ଗୁଣା ଅଧିକ ଶକ୍ତିଶାଳୀ ତଥା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରୁଥିବା ମମତା ଅଭିଯୋଗ କରିଛନ୍ତି। ମମତା ଟୁଇଟ୍‌ କରି ଏହା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପ୍ପଜନକ ମିଶନରେ ପ୍ରିୟଙ୍କା ଚୋପ୍ରା

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ୍‌ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ତାଙ୍କ ଅଭିନୀତ ହଲିଉଡ ସିରିଜ୍‌ ‘ସିଟାଡେଲ’ ଚହଳ ସୃଷ୍ଟି କରିଛି। ପିସି…

ପୋଲତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ମୃତଦେହ କାହାର? ତଦନ୍ତ ଆରମ୍ଭ

ସୋରଡା,୨୨ା୪(ରଜନି ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅନ୍ତର୍ଗତ ବାଲପଙ୍କା ଗାଁରେ ଅଭାବନୀୟ ଘଟଣା । ରାସିପଙ୍କାଳ ଶଙ୍ଖ ନିକଟରେ ପଡ଼ିରହିଛି ଅଜଣା ବ୍ୟକ୍ତିର ମୃତଦେହ ।ମୃତଦେହ…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ନୂଆ ଷ୍ଟାଇଲ୍‌ରେ ପ୍ରେମିକଙ୍କୁ ପ୍ରପୋଜ କରିବା ବାହାନାରେ ଏମିତି କାଣ୍ଡ କଲେ ପ୍ରେମିକା, ହାତଗୋଡ଼ ବାନ୍ଧିଲେ, ପରେ…

ବେଙ୍ଗାଲୁରୁ,୨୨ା୪: କର୍ନାଟକର ରାଜଧାନୀ ତଥା ଦେଶର ଆଇଟି ହବ୍‌ ବେଙ୍ଗାଲୁରୁରୁ ଏକ ଚାଞ୍ଚଲ୍ୟକର ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏହା ସମଗ୍ର ସହରକୁ ଥରାଇ…

ଚାଞ୍ଚଲ୍ୟ… ଦିଲ୍ଲୀରେ IRS ଅଧିକାରୀଙ୍କ ଝିଅକୁ ବଳାତ୍କାର ପରେ ହତ୍ୟା, ମୋବାଇଲ ଚାର୍ଜରରେ କାଟିଦେଲେ ଗଳା

ନୂଆଦିଲ୍ଲୀ,୨୨ା୪: ଦିଲ୍ଲୀର ଅମର କଲୋନି ଅଞ୍ଚଳରେ ଜଣେ ଯୁବତୀଙ୍କ ବଳାତ୍କାର ଏବଂ ପରେ ହତ୍ୟା ସହିତ ଜଡିତ ଏକ ମାମଲା ସାମ୍ନାକୁ ଆସିଛି । ମୃତକ ଜଣକ…

ଆନନ୍ଦପୁର କଲେଜର ସାମ୍ସ ରୁମରେ ଅଗ୍ନିକାଣ୍ଡ, ୧୦ରୁ ଅଧିକ…

ବଞ୍ଚୋ,୨୨ା୪(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର କଲେଜର ସାମ୍ସ (SAMS) ରୁମରେ ଆଜି ହଠାତ୍ ଅଗ୍ନିକାଣ୍ଡ ଘଟିଛି । ରୁମ ଭିତରେ ହଠାତ୍ ନିଆଁ ଲାଗିଯାଇଥିବାରୁ ୧୦ରୁ…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର୍‌, ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

ଝାରସୁଗୁଡା,୨୨।୪(ଆଶିଷ ରଞ୍ଜନ ଦାଶ): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟର ସେକ୍ସନ ଅଫିସର୍‌। ଜିଏନଏମ ଛାତ୍ରୀମାନଙ୍କୁ ପ୍ରାକ୍ଟିକାଲ ଟ୍ରେନିଂ ପାଇଁ ବିଭିନ୍ନ ପିଏଚସି…

ଜେଲ ପାଚେରୀ ଡେଇଁ କଏଦୀ ଫେରାର

ଭବାନୀପାଟଣା,୨୨।୪: କଳାହାଣ୍ଡି ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଥିବା ଜଣାପଡିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri