ଗଦଡ଼ି ନିକଟରେ କାର୍‌ ଦୁର୍ଘଟଣା: ୪ ଗୁରୁତର, କାର୍‌ରୁ ମିଳିଲା ମୟୂର ମୃତଦେହ

ଦାରିଙ୍ଗବାଡ଼ି,୧୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଗଦଡ଼ି ନିକଟରେ ଶୁକ୍ରବାର ଏକ କାର୍‌ ଦୁର୍ଘଟଣା ଘଟିଛି । ଏଥିରେ ୪ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରି ନାହିଁ। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାରକରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ଖବରପାଇ ଥାନା ସବ୍‌ଇନ୍ସପେକ୍ଟର ଗୋପାଳକୃଷ୍ଣ ଆଗୁପାତ୍ର ପହଞ୍ଚି ତଦନ୍ତ ଚଳାଇଛନ୍ତି । ତେବେ ଉକ୍ତ କାର୍‌ରୁ ଏକ ମୟୂରର ମୃତଦେହ ଉଦ୍ଧାର କରାଯାଇଥିବା ସ୍ଥାନୀୟ ବାସିନ୍ଦା କହିଛନ୍ତି । ଜଙ୍ଗଲରୁ ମୟୂର ଚୋରାଚାଲାଣ କରାଯାଉଥିବା ସ୍ଥାନୀୟ ବାସିନ୍ଦା ସନ୍ଦେହ କରିଛନ୍ତି। କାର୍‌ଟି ସିମନବାଡ଼ିରୁ ରାଇକିଆ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri