Posted inଫୁରସତ

ଗଧକୁ ମିଳିଲା ଜାମିନ

ଇସଲାମାବାଦ, ୧୩।୬: ପାକିସ୍ତାନରେ ଜୁଆ ଖେଳିବା ଅଭିଯୋଗରେ ଗିରଫ ହୋଇଥିବା ଗଧକୁ ଜାମିନ ମିଳିଛି। ଦକ୍ଷିଣ ପାକିସ୍ତାନରେ ଗଡ଼ ଦୌଡ଼ ଉପରେ ଜୁଆ ଖେଳ ହେଉଥିବା ଖବର ପାଇ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଜୁଆ ଖେଲୁଥିବା ଅଭିଯୋଗରେ ୮ ଜଣଙ୍କୁ ଗିରଫ କରାଯାଇଥିବା ସ୍ଥାନୀୟ ପୋଲିସ ଷ୍ଟେଶନ ଅଧିକାରୀ ରହିମାୟାର ଖାଁ ସୂଚନା ଦେଇଛନ୍ତି। ୪୦ ସେକେଣ୍ଡରେ ୬୦୦ ମିଟର ଗଡ଼ ଦୌଡ଼ ପାଇଁ ଜୁଆ ଖେଳ ହେଉଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲକ୍ଷେ ୨୧ ହଜାର ପାକିସ୍ତାନୀ ମୁଦ୍ରା ଜବତ କରିଥିଲେ। ଏଠାରେ ଥିବା ଗଧ ଏବଂ ମାଲିକ ଗୁଲାମ ମୁସ୍ତଫାଙ୍କୁ ଗିରଫ କରାଯାଇଥିଲା। ୪ ଦିନ ପରେ ଅଭିଯୁକ୍ତମାନଙ୍କୁ ଏବଂ ଗଧକୁ ଜାମିନରେ ଛାଡ଼ି ଦିଆଯାଇଥିଲା। ପ୍ରକୃତ ପକ୍ଷେ ମାଲିକ ଥାନାରେ ଥିବାରୁ ଗଧକୁ ବାଧ୍ୟ ହୋଇ ଥାନା ପରିସରରେ ଥିବା ପଡ଼ିଆରେ ବାନ୍ଧି ରଖାଯାଇଥିଲା। ତେବେ ଗଧକୁ ଗିରଫ କରିବା ଘଟଣାକୁ ନେଇ ସୋସିଆଲ୍‌ ମିଡ଼ିଆରେ ପାକିସ୍ତାନୀ ପୋଲିସକୁ ଟ୍ରୋଲ୍‌ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri