ଗଧ ମେଳା କରି ଆର୍ଥିକ ସ୍ଥିତି ସୁଧାରିବାକୁ ଚାହୁଁଛି ପାକିସ୍ତାନ

ଇସ୍‌ଲାମାବାଦ,୧୪।୯: ଭାରତରେ କାହାକୁ ଗଧ କହିଦେଲେ ପରିସ୍ଥିତି ଖରାପ ହୋଇଯାଇଥାଏ। ହେଲେ ପାକିସ୍ତାନ ଏବେ ଏହି ଗଧକୁ ତା’ର ରୋଜଗାରର ପ୍ରମୁଖ ମାଧ୍ୟମ ବୋଲି ଧରି ନେଇଛି। କାରଣ ଗଧ ମେଳା ଲଗାଇ ଏବେ ପାକିସ୍ତାନ ତା’ର ଅର୍ଥ ବ୍ୟବସ୍ଥାକୁ ସୁଧାରିବାକୁ ଚେଷ୍ଟା କରୁଥିବା ଜଣାପଡିଛି। ଆଉ ଏଥିରେ ତାକୁ ସହଯୋଗର ହାତ ବଢାଇଛି ଚାଇନା। ସୂଚନା ମୁତାବକ, ଖେବର ପଖତୁନଓ୍ବାରେ ‘କେପି-ଚାଇନା ସଷ୍ଟେନେବଲ ଡଙ୍କି ଡେଭଲପମେଣ୍ଟ ପ୍ରୋଗ୍ରାମ’ ଆରମ୍ଭ କରାଯାଇଛି। କେବଳ ଏତିକି ନୁହେଁ ଗଧ ବିକ୍ରି ବୃଦ୍ଧି କରିବା ପାଇଁ ବିଶେଷ ଧରଣର ଗଧଙ୍କର ମେଳାର ମଧ୍ୟ ଆୟୋଜନ କରାଯାଇଛି। କୁହାଯାଏ ଗଧ ପାଳନ କରିବାରେ ବିଶ୍ୱର ୩ ନମ୍ବର ଦେଶ ହେଉଛି ପାକିସ୍ତାନ। ଏବେ ଏଠାରେ ପ୍ରାୟ ୫୦ ଲକ୍ଷ ଗଧ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ…

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା…

ଶ୍ରେଷ୍ଠ ୨୦୦ ମଧ୍ୟରେ ୩ ଭାରତୀୟ ଶିକ୍ଷାନୁଷ୍ଠାନ, ଜାଣନ୍ତୁ ଶୀର୍ଷରେ କିଏ…

ନୂଆଦିଲ୍ଲୀ: ୧୯ା୬: ପ୍ରତିଷ୍ଠିତ ‘କ୍ୟୁଏସ୍‌ ୱାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୭’ର ତାଲିକା ଗୁରୁବାର ପ୍ରକାଶ ପାଇଛି। ଏଥିରେ ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ୩ଟି ଭାରତୀୟ…

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri