ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା: ଉଛୁଳିଲା ପାପନାଶିନୀ ଝରଣା

ଖପ୍ରାଖୋଲ,୧୩ା୮(ଡି.ଏନ.ଏ.)
ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା ଯୋଗୁ ହରିଶଙ୍କର ପାପନାଶିନୀ ଝରଣା ଉଛୁଳି ପଡିଥିଲା ା ଆଜି ଥିଲା ଶ୍ରାବଣ ମାସର ଶେଷ ସୋମବାର ା ସେଥିପାଇଁ ହରିଶଙ୍କରରେ ପ୍ରବଳ ଭିଡ଼ ଲାଗିଥିଲା ା ଶ୍ରଦ୍ଧାଳୁମାନଙ୍କ ସହିତ ବୋଲ୍‌ବମ୍‌ ଯାତ୍ରୀମାନେ ଜଳଲାଗି କରିବାକୁ ଆସିଥିଲେ ା ହେଲେ ଅପରାହ୍ନରେ ପ୍ରବଳ ବର୍ଷା ହେବାରୁ ପାହାଡ ଉପରୁ ପ୍ରବଳ ବେଗରେ ପାଣି ତଳୁକୁ ଖସିଥିଲା ା ଏଥିଯୋଗୁ ପାପନାଶିନୀ ଝରଣାରେ ଜଳସ୍ରୋତ କ୍ଷୀପ୍ର ହୋଇଥିଲା ା ତଳେ ଥିବା ରିଜରଭରରୁ ମଧ୍ୟ ପାଣି ଉଛୁଳି ତଳକୁ ଆସିଥିଲା ା ଯାହାକୁ ନେଇ ସ୍ଥାନୀୟ ଲୋକ ତଥା ଶ୍ରଦ୍ଧାଳୁଙ୍କ ମଧ୍ୟରେ କିଛି ସମୟ ପାଇଁ ଭୟ ସୃଷ୍ଟି ହୋଇଥିଲା ା ଖପ୍ରାଖୋଲ,୧୩ା୮(ଡି.ଏନ.ଏ.)
ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା ଯୋଗୁ ହରିଶଙ୍କର ପାପନାଶିନୀ ଝରଣା ଉଛୁଳି ପଡିଥିଲା ା ଆଜି ଥିଲା ଶ୍ରାବଣ ମାସର ଶେଷ ସୋମବାର ା ସେଥିପାଇଁ ହରିଶଙ୍କରରେ ପ୍ରବଳ ଭିଡ଼ ଲାଗିଥିଲା ା ଶ୍ରଦ୍ଧାଳୁମାନଙ୍କ ସହିତ ବୋଲ୍‌ବମ୍‌ ଯାତ୍ରୀମାନେ ଜଳଲାଗି କରିବାକୁ ଆସିଥିଲେ ା ହେଲେ ଅପରାହ୍ନରେ ପ୍ରବଳ ବର୍ଷା ହେବାରୁ ପାହାଡ ଉପରୁ ପ୍ରବଳ ବେଗରେ ପାଣି ତଳୁକୁ ଖସିଥିଲା ା ଏଥିଯୋଗୁ ପାପନାଶିନୀ ଝରଣାରେ ଜଳସ୍ରୋତ କ୍ଷୀପ୍ର ହୋଇଥିଲା ା ତଳେ ଥିବା ରିଜରଭରରୁ ମଧ୍ୟ ପାଣି ଉଛୁଳି ତଳକୁ ଆସିଥିଲା ା ଯାହାକୁ ନେଇ ସ୍ଥାନୀୟ ଲୋକ ତଥା ଶ୍ରଦ୍ଧାଳୁଙ୍କ ମଧ୍ୟରେ କିଛି ସମୟ ପାଇଁ ଭୟ ସୃଷ୍ଟି ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri