ଗମ୍ଭୀରଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୮ା୪: କ୍ରିକେଟର୍‌ରୁ ରାଜନେତା ବନିଥିବା ଭାଜପା ପ୍ରାର୍ଥୀ ଗୌତମ୍‌ ଗମ୍ଭୀର ବିନା ଅନୁମତିରେ ନିର୍ବାଚନ ର଼୍ୟାଲି କରିଥିବାରୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ତାଙ୍କ ବିରୋଧରେ ଶନିବାର ମାମଲା ରୁଜୁ କରିଛି। ଗତ ୨୫ ତାରିଖରେ ଦିଲ୍ଲୀର ଜଙ୍ଗପୁରାଠାରେ ସେ ବିନା ଅନୁମତିରେ ର଼୍ୟାଲି କରିଥିଲେ, ଯାହାକି ନିର୍ବାଚନ ଆଚରଣବିଧିକୁ ଉଲ୍ଲଂଘନ କରୁଛି ବୋଲି ନିର୍ବାଚନ କମିଶନ କହିଛନ୍ତି।
ସରକାରର ନୀତିକୁ ସମର୍ଥନ କରିଆସୁଥିବା ଗମ୍ଭୀରଙ୍କୁ ଗତମାସରେ ବରିଷ୍ଠ ଭାଜପା ନେତା ଅରୁଣ ଜେଟ୍‌ଲୀ ସ୍ବାଗତ କରିଥିଲେ। ପୂର୍ବଦିଲ୍ଲୀ ଆସନରୁ ମହୈଶୀ ଗିରିଙ୍କ ପରିବର୍ତ୍ତେ ଗମ୍ଭୀରଙ୍କୁ ଭାଜପା ପ୍ରାର୍ଥୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri