ଗରମରେ ଛଟପଟ ହେଲେ ଜିଲାବାସୀ

ଅନୁଗୋଳ ଅଫିସ, ୨୭।୪- ଅନୁଗୋଳ ସହର ଓ ଏହାର ଉପକଣ୍ଠରେ ଅସହ୍ୟ ଗରମ ଏବଂ  ଗୁଳଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ଏଠାରେ ତାପମାତ୍ରା ୪୧.୯ ଡିଗ୍ରୀ ଥିବା ରେକର୍ଡ କରାଯାଇଛି। ମଧ୍ୟାହ୍ନରେ ଜନଗହଳି ପୂର୍ଣ୍ଣ ସହର ଖାଁ ଖାଁ ହୋଇଯାଇଥିଲା। ଜରୁରୀ କାର୍ଯ୍ୟ ପାଇଁ ବାହାରକୁ ବାହାରିଥିବା ଅଧିକାଂଶ ଲୋକେ ମୁଣ୍ଡରେ ଗାମୁଛା, ଷ୍ଟଲ ସହ ଛତା ଧରିଥିବା ଦେଖିବାକୁ ମିଳିଥିଲା। ସନ୍ଧ୍ୟା ସମୟରେ ଗୁଳୁଗୁଳି ଯୋଗୁ ଲୋକେ ଘରେ ମଧ୍ୟ ରହିବା କଷ୍ଟକର ହୋଇପଡିଛି। ଅନ୍ୟପକ୍ଷରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କର୍ତ୍ତୃପକ୍ଷ ୨୪ ଘଣ୍ଟିଆ ଅଂଶୁଘାତ ୱାର୍ଡ଼ ଖୋଲା ରଖିଥିବା ଜଣାପଡ଼ିଛି। କେହି ଅଂଶୁଘାତରେ ଶିକାର ହୋଇ ଚିକିତ୍ସାଳୟକୁ ଆସିଲେ ସେମାନଙ୍କୁ ତୁରନ୍ତ ସେବା ଯୋଗାଇ ଦିଆଯିବ ବୋଲି ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri