ଗରିବ ପରିବାରକୁ ଶୁଖିଲା ଖାଦ୍ୟ ବାଣ୍ଟିଲେ ବିଡିଓ

ଶେରଗଡ଼,୨୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାରଠାରୁ ଗରିବ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବରମୁଣ୍ଡଳୀ ଓ ଧବଲପୁର ପଞ୍ଚାୟତରେ ଏହି ଶୁଖିଲା ଖାଦ୍ୟ ବିଡିଓ ସୁରଞ୍ଜନ କୁମାର ସାହୁ,ସାମାଜିକ ସୁରକ୍ଷା ଅଧିକାରୀ ଭୀମସେନ ବାରିକଙ୍କ ଉପସ୍ଥିତିରେ ବରମୁଣ୍ଡଳୀ ପଞ୍ଚାୟତରେ ବଣ୍ଟନ କରାଯାଇଛି। ସରପଞ୍ଚ କାଳୁ ଚରଣ ସାହୁଙ୍କ ଉପସ୍ଥିତିରେ ଦୁଇ ପରିବାରକୁ ଓ ଧବଲପୁରରେ ସରପଞ୍ଚ ପ୍ରମୋଦ ଚନ୍ଦ୍ର ପ୍ରଧାନ ଉପସ୍ଥିତ ରହି ଦୁଇ ପରିବାରକୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଆନୁକୂଲ୍ୟରେ ଜିଲାର ବିଭିନ୍ନ ପଞ୍ଚାୟତରେ ଗରିବ ପରିବାରର ସଦସ୍ୟମାନଙ୍କୁ ଏହି ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଥିବା ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri