ଗରିବ ଲୋକମାନଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ପାଟପୁର,୩୦ା୩- ଲକ୍‌ଡାଉନ ପରେ ବହୁ ଗରିବ ନିଃସହାୟ ଦୁଇଓଳି ଦୁଇମୁଠା ଖାଇବାକୁ ପାଉ ନାହାନ୍ତି। ଏପରିସ୍ଥଳେ ରାଜ୍ୟ ତଥା କେନ୍ଦ୍ର ସରକାର କୌଣସି ଲୋକ ଭୋକ ଉପାସରେ ଯେପରି ନ ରୁହନ୍ତୁ ବୋଲି ସରକାର ପ୍ରତ୍ୟେକ ଗ୍ରାମରେ ରନ୍ଧା ଖାଦ୍ୟ ଯୋଗାଇବା ପାଇଁ ବିଡ଼ିଓ ମାନଙ୍କୁ ନିର୍ଦେଶ ଦେଇଛନ୍ତି। ସୋମବାର ସାନଖେମୁଣ୍ଡି ବିଡିଓ ଗାୟତ୍ରୀଦତ୍ତ ନାୟକଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ୨୬ଟି ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଅଙ୍ଗନୱାଡି କର୍ମୀ ଏବଂ ସ୍ଥାନୀୟ ଲୋକପ୍ରତିନିଧିମାନଙ୍କ ସହଯୋଗରେ ପ୍ରତ୍ୟେକ ଗ୍ରାମରେ ଗରିବ ନିଃସହାୟମାନଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri