ଗର୍ଭସ୍ଥ ଶିଶୁ ପାଇଁ ବାୟୁ ପ୍ରଦୂଷଣ ହୋଇପାରେ ବିପଜ୍ଜନକ

ବାୟୁ ପ୍ରଦୂଷଣ ପ୍ରଭାବକୁ ନେଇ ଏକ ଆଶ୍ଚଯର୍‌ୟଜନକ ତ୍ଯଯ ସାମ୍ନାକୁ ଆସିଛି। ବୈଜ୍ଞାନିକଙ୍କ ଅନୁସାରେ, ଯେଉଁ ଗର୍ଭବତୀ ମହିଳାମାନେ ୬ ରୁ ୯ ମାସ ମଧ୍ୟରେ ବାୟୁପ୍ରଦୂଷଣର ଉଚ୍ଚସ୍ତରର ସାମ୍ନା କରିଥାନ୍ତି, ସେମାନଙ୍କ ଶିଶୁମାନେ ଜନ୍ମ ପରେ ଖୁବ୍‌ କମ୍‌ ବୟସରୁ ଉଚ୍ଚ ରକ୍ତଚାପର ଶିକାର ହୋଇଥାନ୍ତି। ପିଏମ୍‌ ୨.୫ ବାୟୁପ୍ରଦୂଷଣର ଏକ ପ୍ରକାର ଅଟେ ଯାହା ମୋଟର ବାହନ, ତେଲ, କୋଇଲା କିମ୍ବା ଜୈବ ଇନ୍ଧନର ଜ୍ୱଳନରୁ ନିର୍ଗତ ହୋଇଥାଏ। ଏହା ମାନବ ସ୍ବାସ୍ଥ୍ୟ ଉପରେ ବିପରୀତ ପ୍ରଭାବ ପକାଇଥାଏ। ଆମେରିକାର ଜନ୍‌ ହପ୍‌କିନ୍ସ ବିଶ୍ୱବିଦ୍ୟାଳୟର ସହାୟକ ପ୍ରଫେସର୍‌ ନୋଲ୍‌ ଟି ମ୍ୟୁଲର୍‌ଙ୍କ ଅନୁସାରେ, ଏହା ପ୍ରଥମ ଗବେଷଣା ଯେଉଁଥିରୁ ପ୍ରକାଶ ପାଇଛି ଯେ ଗର୍ଭାବସ୍ଥା ସମୟରେ ପ୍ରଦୂଷିତ ବାୟୁକୁ ନିଃଶ୍ୱାସରେ ନେବା ସିଧାସଳଖ ଗର୍ଭସ୍ଥ ଶିଶୁର ଭବିଷ୍ୟତ ପାଇଁ ହାନିକାରକ। କେବଳ ସେତିକି ନୁହେଁ, ବାଲ୍ୟାବସ୍ଥାର ଉଚ୍ଚ ରକ୍ତଚାପ ସମସ୍ୟା ବୃଦ୍ଧାବସ୍ଥା ବେଳକୁ ଆହୁରି ସାଙ୍ଘାତିକ ସ୍ଥିତି ଉପତ୍ନ୍ନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri