ରାଜନଗର,୨।୧୧(ଡି.ଏନ୍.ଏ.): ଗହୀରମଥା ସାମୁଦ୍ରିକ ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛଧରୁଥିବା ୧୮ ମତ୍ସଜୀବୀଙ୍କୁ ଶନିବାର ଗିରଫ କରାଯାଇଛି। ଏଥିରେ ନିୟୋଜିତ ୨ ଟ୍ରଲରକୁ ମଧ୍ୟ ରାଜନଗର ବନ ବିଭାଗ ଜବତ କରିଛି। ଏ ନେଇ ନଂ. ୧/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।
ରାଜନଗର,୨।୧୧(ଡି.ଏନ୍.ଏ.): ଗହୀରମଥା ସାମୁଦ୍ରିକ ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛଧରୁଥିବା ୧୮ ମତ୍ସଜୀବୀଙ୍କୁ ଶନିବାର ଗିରଫ କରାଯାଇଛି। ଏଥିରେ ନିୟୋଜିତ ୨ ଟ୍ରଲରକୁ ମଧ୍ୟ ରାଜନଗର ବନ ବିଭାଗ ଜବତ କରିଛି। ଏ ନେଇ ନଂ. ୧/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।
ନୂଆଦିଲ୍ଲୀ,୧୨।୧୧: ଦିଲ୍ଲୀ ବିଶ୍ୱବିଦ୍ୟାଳୟ (DU) ଅଧୀନସ୍ଥ ସତ୍ୟବତୀ କଲେଜର ଜଣେ ପ୍ରଫେସରଙ୍କ ବିରୁଦ୍ଧରେ ଜଣେ ଛାତ୍ରୀଙ୍କ ପ୍ରତି ଅନୁଚିତ ଆଚରଣ କରିଥିବା ନେଇ ଅଭିଯୋଗ ଆସିବା ପରେ,…
ନୂଆଦିଲ୍ଲୀ,୧୨।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ସାମ ପିତ୍ରୋଡାଙ୍କ ମଧ୍ୟରେ ସୋସିଆଲ ମିଡିଆରେ ହୋଇଥିବା ଆଦାନପ୍ରଦାନ ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି।…
କୋରାପୁଟ,୧୨।୧୧(ଅମିତାଭ ବେହେରା): କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମୁଲିପୁଟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ‘ସମାହିତା’ ପ୍ରକଳ୍ପ ଅଧୀନରେ ରିସୋର୍ସ ସେଣ୍ଟର ଉଦ୍ଘାଟିତ ହୋଇଯାଇଛି। ୟୁରୋପୀୟ ୟୁନିୟନ ସହଯୋଗରେ…
ନୂଆଦିଲ୍ଲୀ,୧୨।୧୧: ଗୁରୁବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ୮ ୱିକେଟରେ ପରାସ୍ତ କରି, ଭାରତ ୨୦୨୬ ଅଣ୍ଡର-୧୯ ଏସିଆ କପର ଟାଇଟଲ ଜିତିବା ଠାରୁ ମାତ୍ର ଗୋଟିଏ…
କୋରାପୁଟ/ସୁନାବେଡ଼ା,୧୨।୧୧(ଅମିତାଭ ବେହେରା/କୃତିବାସ ପ୍ରଧାନ): ଜନଜାତିଙ୍କ ପାରମ୍ପରିକ ଚିକିତ୍ସା ଜ୍ଞାନର ସଂରକ୍ଷଣ ଓ ଜୀବିକାର ବିକାଶ ଲକ୍ଷ୍ୟରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ଏକ ପ୍ରକଳ୍ପ ଆରମ୍ଭ…
ଛତ୍ରପୁର,୧୨ା୧୧(ଦିଲ୍ଲୀପ ସାମଲ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ଗଞ୍ଜାମ ଜିଲାର ରାଜ୍ୟ ପର୍ଯ୍ୟବେକ୍ଷକ ଚିନ୍ମୟୀ ବିଶ୍ୱାଳ ଜିଲାରେ ଚାଲିଥିବା ଘରକୁ…
କେସିଙ୍ଗା,୧୨।୧୧(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବେଲଖଣ୍ଡି ଧବଳେଶ୍ୱର ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ଶାବଳ ବଂଶର ଏକ ନୂଆଖାଇ ଭେଟ ଘାଟ ପାଇଁ…
ନୂଆଦିଲ୍ଲୀ, ୧୨।୧୧: ୨୦୨୬ ଅଣ୍ଡର-୧୯ ଏସିଆ କପରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଭାରତ ଏଥିରେ ଚମତ୍କାର ପ୍ରଦର୍ଶନ କରି ଆଫଗାନିସ୍ତାନକୁ…