Posted inବରଗଡ଼

ଗାଁକୁ ପଶି ପାରିଲେନି, ପରିବା କିଆରୀରେ ତମ୍ବୁ ଟାଣି ଆଶ୍ରୟ ନେଲେ

ବରଗଡ଼ ଅଫିସ୍‌,୩୧ା୫-ବରଗଡ଼ ଜିଲା ପାଇକମାଲ ବ୍ଲକ ମିଠପାଲି ପଞ୍ଚାୟତ ଅନ୍ତର୍ଗତ ବୁଟୁରାଖମାର ଗ୍ରାମର ୨ଜଣ ତାମିଲନାଡ଼ୁରୁ ଫେରିବା ପରେ ହଟହଟାର ସମ୍ମୁଖୀନ ହୋଇଛନ୍ତି। ନିଜ ଅଞ୍ଚଳକୁ ଫେରି ସେମାନେ ଆଶ୍ୱସ୍ତି ଲାଭ କରିଛନ୍ତି ସତ, କିନ୍ତୁ ଏପର୍ଯ୍ୟନ୍ତ ନିଜ ଘରେ ପାଦ ଥାପି ପାରି ନ ଥିବା ଯୋଗୁ ମନରେ ଅବସାଦ ଲାଗି ରହିଛି। ତାମିଲନାଡ଼ୁରୁ ଫେରିବା ପରେ ସେମାନଙ୍କୁ ମିଠାପାଲି କ୍ବାରାଣ୍ଟାଇନ ସେଣ୍ଟରରେ ରଖାଯାଇଥିଲା। ତେବେ ସେଠାରେ ୭ଦିନ ରହିବା ପରେ ସେମାନଙ୍କୁ ଶନିବାର କ୍ବାରାଣ୍ଟାଇନ ସେଣ୍ଟରରୁ ଛଡ଼ାଯାଇଥିଲା। ହେଲେ ସଂକ୍ରମଣ ଭୟରେ କେତେକ ଲୋକେ ସେମାନଙ୍କୁ ଗ୍ରାମକୁ ନ ଆସିବାକୁ କହିଥିଲେ । ଫଳରେ ସେମାନେ ବାଧ୍ୟ ହୋଇ ଗାଁ ବାହାରେ ଏକ ପରିବା କିଆରୀରେ ତମ୍ବୁ ଗାଡ଼ି ଆଶ୍ରୟ ନେବା ଭଳି ଘଟଣା ପଦାକୁ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ଚାଷ ଆରମ୍ଭରୁ ଚାଷୀଙ୍କୁ ସାର ସଙ୍କଟ: ମହଜୁଦ ସତ୍ତ୍ୱେ ଚାଷୀଙ୍କୁ ମିଳୁନି

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ସର୍ବାଧିକ ଧାନ ଉପତ୍ାଦନ ଯୋଗୁ ରାଜ୍ୟରେ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ, ଚାଷୀଙ୍କ ସମସ୍ୟା…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି।…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri