ଗାଁରେ ହେବ କରୋନା ଟେଷ୍ଟ: ମୋବାଇଲ ଲ୍ୟାବ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ, ୧୮।୬: କରୋନା ମହାମାରୀର ଆତଙ୍କ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଗାଁରେ କରୋନା ଟେଷ୍ଟ ପାଇଁ ସରକାରଙ୍କ ପକ୍ଷରୁ ମୋବାଇଲ ଲ୍ୟାବ୍‌ର ଶୁଭାରମ୍ଭ କରାଯାଇଛି। ଏହା ଦ୍ୱାରା ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇପାରିବ। କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ଏହି ଲ୍ୟାବ୍‌ର ଶୁଭାରମ୍ଭ କରିଥିବା ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହା ଦ୍ୱାରା ପ୍ରତିଦିନ ୨୫ ଜଣଙ୍କର କରୋନା ପରୀକ୍ଷା ଆରଟି-ପିସିଆର୍‌ ପ୍ରଣାଳୀରେ କରାଯାଇ ପାରିବ। ସେହିପରି ୩୦୦ ଜଣଙ୍କର ଏଲିସା ପ୍ରଣାଳୀରେ ପରୀକ୍ଷା ହୋଇପାରିବ। ଏହି ଲ୍ୟାବ୍‌ରେ ଟିବି ଏବଂ ଏଚଆଇଭି ପରୀକ୍ଷା ମଧ୍ୟ ସମ୍ପନ୍ନ ହେବ। ଯେଉଁ ଅଞ୍ଚଳରେ ଲ୍ୟାବ୍‌ର ସୁବିଧା ନ ଥିବ ସେଠାରେ ଏହାର ବ୍ୟବହାର କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri