କଣ୍ଟାପଡା, ୫|୪(ଡି.ଏନ.ଏ.) – ମହାମାରୀ କରୋନା ପ୍ରକୋପରୁ ଗାଁକୁ ସୁରକ୍ଷା ଦେବାପାଇଁ ଗତ ୩ ଦିନହେଲା କଟକ ଜିଲା ଅନ୍ତର୍ଗତ କଣ୍ଟାପଡା ଗାଁର ବିଭିନ୍ନ ରାସ୍ତାକୁ ସିଲ କରିଦିଆ ଯାଇଛି। ଏହାସତ୍ତ୍ୱେ କେତେଜଣ ସଂକ୍ରମଣ ଆଶଙ୍କା ରହିଛି। ଫଳରେ ଗ୍ରାମବାସୀମାନେ ସ୍ଵଛତାକୁ ଗୁରୁତ୍ୱ ଦେଇ ଗାଁକୁ ବିଶୋଧନ କରିଛନ୍ତି। ରବିବାର ଗ୍ରାମର ମହିଳା, ଯୁବକ ଓ ବୟସ୍କ ବ୍ୟକ୍ତିମାନେ ଦାଣ୍ଡଧୋଇବା ଆରମ୍ଭ କରିଛନ୍ତି। ସରପଞ୍ଚ ପ୍ରୀତି ବେହେରା, ଅଜୟ ବେହେରାଙ୍କ ନେତୄତ୍ବରେ ବ୍ଲିଚିଂ ପାଉଡର ପକାଯାଇ ଦାଣ୍ଡ ଧୁଆଯାଇଛି। ସେହିପରି ଯୁବକମାନେ ଗାଁର ବିଭିନ୍ନ ଘରେ ସାନିଟାଇଜର ସ୍ପ୍ରେ କରିଥିବା ଜଣାପଡିଛି।
ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…
ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…
ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା
ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍ଠାରେ…
ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍କ୍ତ ଗିରଫ
ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…
ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….
ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
Archives

