ଗାଁ ପ୍ରବେଶ ପଥ ସିଲ୍‌ କଲେ ଗ୍ରାମବାସୀ

ଲାଠୋର, ୧୦ା୪(ଡି.ଏନ.ଏ.) – ଦିନକୁ ଦିନ କରୋନା ସଂକ୍ରମଣ ଭୟାବହତା ବଢି ଚାଲିଥିବାରୁ ଲୋକ ଭୟଭୀତ ହୋଇ ପଡିଛନ୍ତି। କାଳେ ସେମାନଙ୍କ ଗାଁ କରୋନା ପ୍ରଭାବିତ ହୋଇଯିବ ଏହା ମନେକରି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଅଞ୍ଚଳର ଏକାଧିକ ଗ୍ରାମର ଲୋକେ ସତର୍କ ହୋଇଯାଇଛନ୍ତି। ନିଜ ଗ୍ରାମର ପ୍ରବେଶ ପଥକୁ ସେମାନେ ସିଲ କରୁଥିବା ଦେଖିବାକୁ ମିଳିଛି। କରୁଆଝର ପଞ୍ଚାୟତର ସାନଗୁର୍ଜିଭଟା, ମାଲପଡା ପଞ୍ଚାୟତର କହ୍ନେଇଛାପର, ଜଲପାଙ୍କେଲ, ଫୁଲଝର, ମାଲପଡା ଜାମଚୁଆ, ବେନ୍ଦେର ପଞ୍ଚାୟତର ଚହକପଡା, ବେନ୍ଦେର, ଭରୁଆମୁଣ୍ଡା, ବାଦିମାଲ, ଭାଲୁଚୁଆ ଗ୍ରାମବାସୀ ପ୍ରବେଶ ପଥକୁ ସିଲ କରିଛନ୍ତି। ରାସ୍ତାରେ ବାଉଁଶ, ଡାଳ କଣ୍ଟା, ଦୌଡି ପକାଇ ଗ୍ରାମବାସୀ ପାଳି କରି ଜଗି ରହିଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଲୋକେ ଚାଲି କରି କିମ୍ବା ସାଇକେଲରେ ଯିବା ଆସିବା କରୁଛନ୍ତି। ଫଳରେ ସମ୍ପକ୍ତ ଗ୍ରାମମାନଙ୍କୁ ଅନ୍ୟାନ୍ୟ ଗ୍ରାମର ଲୋକେ ତଥା ଯାନବାହନ ଚଳାଚଳ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri