ଗାଁ ମୁଣ୍ଡରେ ନରହନ୍ତା ଦନ୍ତା

ଛେଣ୍ଡିପଦା,୮।୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ଓ ଜରପଡା ବନାଞ୍ଚଳ ସୀମାନ୍ତରେ ଥିବା କୋରଡା, ପୁଟଗାଡିଆ ଗ୍ରାମ ମଧ୍ୟରେ ଗୁରୁବାର ଏକ ନରହନ୍ତା ଦନ୍ତା ବୁଲୁଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ଅନେକ ଲୋକଙ୍କ ଜୀବନ ନେଇ ସାରିଥିବା ଉକ୍ତ ଦନ୍ତା ଛେଣ୍ଡିପଦା-ଜରପଡା ରାସ୍ତାର ପୁଟଗାଡିଆ ଓ କୋରଡା-କୋଶଳା ରାସ୍ତାର କୋରଡା ଗ୍ରାମ ମୁଣ୍ଡରେ ବହୁସମୟ ଧରି ବୁଲାବୁଲି କରିଥିଲା। ଫଳରେ ଉକ୍ତ ରାସ୍ତାରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଥିଲା। ପ୍ରାୟ ୪/୫ଦିନ ହେବ ଏହି ଅଞ୍ଚଳରେ ହାତୀଟି ଚଳପ୍ରଚଳ କରୁଛି। ଖବରପାଇ ବନବିଭାଗ କର୍ମଚାରୀମାନେ ପହଞ୍ଚି ପୁଟଗାଡିଆ ଜଙ୍ଗଲକୁ ଘଉଡାଇବା ସହ ଗତିବିଧି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri