ଗାଁ ଯୁବକଙ୍କ ପ୍ରଚେଷ୍ଟାରେ ରାସ୍ତା ପାର୍ଶ୍ୱରୁ ହଟିଲା ଆବର୍ଜନା

ଗଞ୍ଜାମ,୬।୯(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମର ଉତ୍ସାହୀ ଯୁବକମାନେ ଶୁକ୍ରବାର ସକାଳୁ ବନ୍ଧ ଏବଂ ରାସ୍ତାରୁ ଅଳିଆ ଆବର୍ଜନା ହଟାଇବାରେ ଲାଗିପଡ଼ିଛନ୍ତି। ଗ୍ରାମ କୋଠଘର ପାର୍ଶ୍ୱରେ ଦୀର୍ଘଦିନ ଧରି ଲଟାବୁଦା ଏବଂ ଅଳିଆ ଆବର୍ଜନା ରହିଥିଲା। ତାହା ସଫା କରାଯାଇଛି। ଯୁବକଙ୍କ ଏହି କାର୍ଯ୍ୟ ପାଇଁ ଗ୍ରାମବାସୀ ଖୁବ୍‌ ପ୍ରଶଂସା କରିଛନ୍ତି। ଏହି ସଫେଇ ଅଭିଯାନରେ ଗୁରୁଦେବ ବେହେରା, ପ୍ରଶାନ୍ତ କୁମାର ବେହେରା, ଦାମ ବେହେରା, ସୁଜିତ ବେହେରା, ଗୌତମ ରେଡ୍ଡି ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri