ଗାଁ ଲୋକେ ମିଶି ଗାଧୁଆ ଘାଟ ତିଆରି କଲେ

ବାମରା,୧୬।୫(ଡି.ଏନ.ଏ.)-ସମ୍ବଲପୁର ଜିଲା ବାମରା ବ୍ଲକ ବାଉଁସଲଗା ପଞ୍ଚାୟତ ସର୍ଗିଡ଼ିହି ଗ୍ରାମର ଲହରଙ୍ଗା ନଦୀରେ ଗାଁ ଲୋକେ ମିଶି ଗାଧୁଆଘାଟ ତିଆରି କରିଛନ୍ତି। ୭ ବର୍ଷ ହେବ ଏମାନେ ଜନପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସନ ଯାଏ ଅନେକ ଆବେଦନ ଓ ଗୁହାରି କରିଆସୁଥିଲେ। ହେଲେ କେବଳ ପ୍ରତିଶ୍ରୁତି ମିଳୁଥିଲା। ଶେଷରେ ଗ୍ରାମବାସୀ ନିଜେ ଏହାକୁ ତିଆରି କରିବାକୁ ନିଷ୍ପତ୍ତି ନେଇଥିଲେ। ସେହି ଅନୁସାରେ ଗାଁ ଲୋକେ ମିଶି ନିକଟସ୍ଥ ପାହାଡରୁ ପଥର ଫଟାଇ ମେଟାଲ ପ୍ରସ୍ତୁତ କରିଥିଲେ। ନଦୀରୁ ବାଲି ସଂଗ୍ରହ ଆରମ୍ଭ କରିଥିଲେ। ସିମେଣ୍ଟ କିଣିବାକୁ ଟଙ୍କା ଆଦାୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?