ଗାଇଡଲାଇନ ଉଲ୍ଲଂଘନକାରୀଙ୍କୁ ଚେତାବନୀ

ହିଞ୍ଜିଳିକାଟୁ, ୨୩ା୩ (ଡ଼ି.ଏନ.ଏ) : କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ବିଭିନ୍ନ ଗାଇଡ଼ଲାଇନ ଜାରି କରାଯାଇଛି। ହିଞ୍ଜିଳିକାଟୁ ପୌର ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଅତି ଆବଶ୍ୟକ ସାମଗ୍ରୀ ପାଇଁ ବାହାରକୁ ଆସିବାକୁ କୁହାଯାଇଛି। ନିୟମ ଭଙ୍ଗ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି। ସୋମବାର ବିଜୁ ପଟ୍ଟନାୟକ ଛକରେ ବିଭିନ୍ନ ଯାନବାହାନ ଯାଞ୍ଚ କରାଯାଇଥିଲା। ବିନା କାରଣରେ ଚଳପ୍ରଚଳ କରୁଥିବା ଗାଡ଼ି ଚାଳକଙ୍କୁ ତାଗିଦ କରାଯାଇଥିଲା। ଅନ୍ୟପକ୍ଷରେ ସୋମବାର ବାହାର ରାଜ୍ୟରୁ ବ୍ଲକ ଓ ସହରାଞ୍ଚଳକୁ ଫେରିଥିବା ଲୋକଙ୍କ ନାମ ଜିଲା ପ୍ରଶାସନ ପକ୍ଷରୁ ପଞ୍ଜୀକରଣ କରାଯାଇ ଘରକୁ ପଠାଯାଇଛି। ତହସିଲଦାର ଗୋପୀନାଥ କୁଅଁର, ପାୈର କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼. ମନୋରଞ୍ଜନ ସାହୁ, ଥାନା ଆଇଆଇସି ଅଭିମନ୍ୟୁ ଦାଶ ପ୍ରମୁଖ ସରକାରଙ୍କ ଗାଇଡଲାଇନ ପାଳନ କରିବାକୁ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଲୋକଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri