ଗାଈକ୍ଷୀର ଶିଶୁ ପାଇଁ ନୁହେଁ ଉପଯୋଗୀ…

ଶିଶୁକୁ ଗାଈକ୍ଷୀର ଦେଲେ ଅନେକ ସମସ୍ୟା ଦେଖାଦେଇଥାଏ। ଗାଈକ୍ଷୀର ଶିଶୁଙ୍କ ପାଇଁ ଅନୁପଯୁକ୍ତ ଏବଂ ଏହାଯୋଗୁ ପିଲାଙ୍କ କିଡ୍‌ନୀ ଉପରେ ବିପରୀତ ପ୍ରଭାବ ପଡିବାର ଆଶଙ୍କା ଥାଏ । ଏନେଇ ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏଥିରେ ପ୍ରୋଟିନର ମାତ୍ରା ଖୁବ୍‌ ଅଧିକ ଥିବାରୁ ଶିଶୁର ଅପରିପକ୍ୱ କିଡ୍‌ନୀ ଉପରେ ଅଧିକ ଚାପ ପଡ଼ିଥାଏ। ଫଳରେ ପରବର୍ତ୍ତୀ ସମୟରେ କିଡ୍‌ନୀ ସମସ୍ୟା ସୃଷ୍ଟି ଆଶଙ୍କା ରହିଥାଏ। ଶିଶୁ ଜନ୍ମ ହେବା ପରେ ବର୍ଷେ ପର୍ଯ୍ୟନ୍ତ ତାକୁ ଗାଈକ୍ଷୀର ଦେବା ଠିକ୍‌ ନୁହେଁ। ଏପରିସ୍ଥଳେ ମା’କ୍ଷୀର ସବୁ ଦିଗରୁ ସୁରକ୍ଷିତ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri