ଗାଡ଼ି ଧକ୍କାରେ ଆହତ ହରିଣ ଉଦ୍ଧାର

ହିଞ୍ଜିଳିକାଟୁ,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଓ ଶିକିରି ତାରାତାରିଣୀ ରୋଡ୍‌ରେ ଗାଡ଼ିଧକ୍କାରେ ଏକ ଆହତ ହରିଣକୁ ଶନିବାର ଉଦ୍ଧାର କରାଯାଇଛି। ହରିଣଟି ରାସ୍ତା ପାରି ହେଉଥିବା ବେଳେ କୌଣସି ଗାଡ଼ି ଧକ୍କାରେ ଆହତ ହୋଇଥିବା ଅନୁମାନ କରାଯାଉଛି। ଆହତ ହରିଣଙ୍କୁ ଦେଖି ଲୋକେ ହିଞ୍ଜିଳିକାଟୁ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ବନ ବିଭାଗ କର୍ମଚାରୀ ଆହତ ହରିଣକୁ ଉଦ୍ଧାର କରି ସ୍ଥାନୀୟ ପ୍ରାଣୀ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷାରୁ ହରିଣଟି ଗର୍ଭବତୀ ଥିବା ଜଣାପଡ଼ିଛି। ଏହାକୁ ଆସିକା ନିକଟ ଚାରିମାଇଲ ହରିଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ପାଇଁ ବିଭଗୀୟ ଉଚ୍ଚ ଅଧିକାରୀଙ୍କୁ ଯୋଗାଯୋଗ କରାଯାଇଥିବା ହିଞ୍ଜିଳିକାଟୁ ଫରେଷ୍ଟର ପ୍ରଦୀପ କୁମାର ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri