ଗାଡ଼ି ପାସରେ ଜାଲିଆତି: ୩ ଗିରଫ

କେନ୍ଦୁଝର, ୨୩।୫( ସ୍ବ.ପ୍ର.)-କେନ୍ଦୁଝରରେ ଜାଲ ଗାଡି ପାସ ଓ କ୍ୱାରାଣ୍ଟାଇନ ପାସ ପ୍ରସ୍ତୁତ କରି ଲୋକଙ୍କୁ ଠକିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶୁକ୍ରବାର ଜଣେ ଜେରକ୍ସ ଦୋକାନୀ ସମେତ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସେମାନଙ୍କ ଠାରୁ ଦଶ ହଜାର ଟଙ୍କା, କମ୍ପ୍ୟୁଟର ଏବଂ ଏସ୍‌ପିଙ୍କ ନାମରେ ଷ୍ଟାମ୍ପ ଜବତ କରିଛି। ଏମଡି. ପରଭେଜ ଆଲାମଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?