ଗାଧୋଇବାକୁ ଯାଇ ଋଷିକୁଲ୍ୟାରେ ଯୁବକଙ୍କ ଜୀବନଗଲା

ପୁରୁଷୋତ୍ତମପୁର,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ଦେଇଯାଇଥିବା ଋଷିକୁଲ୍ୟା ନଦୀରେ ବୁଡି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୁଷୋତ୍ତମପୁର ବଜାର ସାହିର ବନମାଳୀ ବେହେରା( ୪୧)।
ସୂଚନାଯୋଗ୍ୟ, ବନମାଳୀ ନଦୀକୁ ଗାଧୋଇବାକୁ ଯାଇ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଦେଖି ପୁରୁଷୋତ୍ତମପୁର ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରଛନ୍ତି। ଏ ନେଇ ପୁରୁଷୋତ୍ତମପୁର ଥାନାରେ ନଂ. ୪୦/୨୦ରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ରାଶିକୁ ଚଳନ କରିବେ ରାହୁ: କର୍କଟ ସମେତ ୪ ରାଶିଙ୍କ ଉପରେ ହେବ ଧନବର୍ଷା! ଚାକିରିରେ ବଡ଼ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ରାହୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ବର୍ତ୍ତମାନ ରାହୁ କୁମ୍ଭ ରାଶିରେ ଗୋଚର କରୁଥିବାବେଳେ ଡିସେମ୍ବର ୫ ତାରିଖରୁ ମକର ରାଶିରେ ପ୍ରବେଶ…

ସାମ୍ୱାଦିକାଙ୍କୁ ବିବାହ ପରେ ଓମାର ଅବଦୁଲ୍ଲାଙ୍କୁ ଆଉ ଏକ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ନୂଆଦିଲ୍ଲୀ,୩।୧୧: ଜମ୍ମୁ-କଶ୍ମୀରର ଶ୍ରୀନଗର ଏମପି ଆଗା ସୟଦ ରୁହୁଲ୍ଲାହ ମେହେଦୀ ଆଜି ନ୍ୟାସନାଲ କନଫରେନ୍ସ (NC) ରୁ ଇସ୍ତଫା ଦେଇଛନ୍ତି ଏବଂ ସେ ଦଳ ସହିତ ନିଜ…

ନଭେମ୍ୱର ୩୦ ସୁଦ୍ଧା କର୍ମଚାରୀଙ୍କୁ ବୋନସ ନ ଦେଲେ କାର୍ଯ୍ୟାନୁଷ୍ଠାନ: ସରକାରଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ,୩।୧୧: ଯଦି ଆପଣ ମଧ୍ୟ ଦିଲ୍ଲୀର କୌଣସି ସରକାରୀ ବିଭାଗ, ସ୍ୱୟଂଶାସିତ ସଂସ୍ଥା କିମ୍ୱା ପବ୍ଲିକ ସେକ୍ଟର (PSU) ରେ ଆଉଟସୋର୍ସ କର୍ମଚାରୀ ଭାବରେ କାର୍ଯ୍ୟ କରୁଛନ୍ତି,…

ଦରମା ବୃଦ୍ଧି କଥା କହିବାରୁ ‘ଶୋ’ରୁ ବିଦା ହେଲେ ଅଭିନେତ୍ରୀ, କଲେ ଚାଞ୍ଚଲ୍ୟକର ଖୁଲାସା

ମୁମ୍ବାଇ,୩।୧୧: ଲୋକପ୍ରିୟ ପୌରାଣିକ ଧାରାବାହିକ ‘ଦେବୋଂ କେ ଦେବ ମହାଦେବ’ରେ ଦେବୀ ପାର୍ବତୀଙ୍କ ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତ ଅଭିନେତ୍ରୀ ସୋନାରିକା ଭଦୋରିଆ ।…

କୋଟିଆ ସୀମାନ୍ତଗାଁରେ ଓଡ଼ିଶାକୁ ବିରୋଧ, ଗୋ ବ୍ୟାକ୍‌ ସ୍ଲୋଗାନ…

ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ ସ୍ଥିତି ବିଗିଡ଼ିବାରେ ଲାଗିଛି । କୋଟିଆ ସୀମାନ୍ତ ନେରିଡିବାଲସା…

ଆଉ ଟିମ ଇଣ୍ଡିଆରେ ଭୁବନେଶ୍ୱର କୁମାରଙ୍କୁ ମିଳିବନି ସ୍ଥାନ! ଅଶ୍ୱିନଙ୍କ ବୟାନ ପରେ ବଢ଼ିଲା ଚର୍ଚ୍ଚା, କହିଲେ- ଏବେ ଶେଷ…

ନୂଆଦିଲ୍ଲୀ, ୩।୧୧: ଦୀର୍ଘ ୪ ବର୍ଷ ପରେ ଟିମ ଇଣ୍ଡିଆକୁ କମ୍ବ୍ୟାକ କରିଥିଲେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାର। ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ଆଇ ସିରିଜ…

‘ଜେଲର ୨’ ଧମାକା: ବକ୍ସ ଅଫିସ୍‌ରେ କେରର୍ଡ କଲା ରଜନୀକାନ୍ତଙ୍କ ଫିଲ୍ମ

ରଜନୀକାନ୍ତଙ୍କ ଅଭିନୀତ ତାମିଲ ଫିଲ୍ମ ‘ଜେଲର ୨’ ଭାରତୀୟ ବକ୍ସ ଅଫିସ୍‌ରେ ଜବରଦସ୍ତ ପ୍ରଦର୍ଶନ କରୁଛି। ରିଲିଜ୍‌ର ମାତ୍ର ୧୯ ଦିନ ମଧ୍ୟରେ ଫିଲ୍ମଟି ବଡ଼ ହିଟ…

ହିଟ୍‌ମ୍ୟାନ୍‌ଙ୍କୁ ଫସାଇ ଦେଲେ କୋହଲି, ଦେଲେନି ବ୍ୟାଟ୍‌: ନ୍ୟୁଜିଲାଣ୍ଡରୁ ଆସିଲା ଚାଞ୍ଚଲ୍ୟକର ଘଟଣା

ଅକଲାଣ୍ଡ,୩।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ମ୍ୟାଚ ପୂର୍ବରୁ ଅଭ୍ୟାସରେ ଜୋରଦାର ବ୍ୟାଟିଂ କରିଛନ୍ତି ଭାରତୀୟ ଦଳର ଦୁଇ ଷ୍ଟାର୍‌ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?