ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ

ଭୁବନ,୨୪।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ନୂଆ ଜିରାଳ ଗ୍ରାମର ସନାତନ ସେଠୀ( ୬୫) ଶନିବାର ଡମଶାଳ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଛନ୍ତି। ସନାତନ ସବୁଦିନ ପରି ଡମଶାଳ ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରି ନ ପାଇବାରୁ ଭୁବନ ଦମକଳ ବାହିନୀକୁ ଜଣାଇଥିଲେ । ଦମକଳ ବିଭାଗ ଖୋଜାଖୋଜି କରି ପାଇ ନ ଥିଲେ । ନଦୀରେ ପାଣି ଥିବାରୁ ସନାତନଙ୍କୁ ଅଦ୍ୟାବଧି ପାଇ ନାହାନ୍ତି। ସେ ଗାଧୋଉଥିବା ବେଳେ ନଦୀରେ ଭାସିଯାଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri