ଗାଧୋଇବା ପାଇଁ ପାଣି ଗରମ କରୁଥିବା ବେଳେ ବିଦ୍ୟୁତ୍‌ ଆଘାତ, ଯୁବକ ମୃତ

ଖୋର୍ଦ୍ଧା ଅଫିସ,୨୧।୧୨: ଗାଧୋଇବା ପାଇଁ ପାଣି ଗରମ କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅନ୍ତର୍ଗତ ଅର୍ଜୁନପୁର ଗ୍ରାମର ପ୍ରିୟଦର୍ଶନ ବେହେରା(୧୭)। ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ

ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ତାମିଲନାଡୁରେ ନିର୍ଯାତିତ ହେଉଥିଲେ ୩ ଓଡ଼ିଆ ଶ୍ରମିକ, ଉଦ୍ଧାର କଲା ଦିଗପହଣ୍ଡି ପୋଲିସ ଟିମ୍‌ 

ଦିଗପହଣ୍ଡି,୧୦ା୨(ଅଶେଷ ନାଥ ମିଶ୍ର)-ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋର୍‌ ୱେଲ୍‌ ଗ୍ୟାରେଜର ଏକ ଘର ମଧ୍ୟରୁ ମଙ୍ଗଳବାର ସକାଳେ ଦିଗପହଣ୍ଡି…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri