ଗାଧୋଇବା ସମୟରେ ଭସାଇନେଲା ଲହଡ଼ି: ୪ ବଙ୍ଗୀୟ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫ୍‌ଗାର୍ଡ

ପୁରୀ ଅଫିସ, ୬।୨: ପୁରୀ ସମୁଦ୍ରରେ ବୁଡିଯାଉଥିବା ବେଳେ ୪ଜଣ ବଙ୍ଗୀୟ ପର୍ଯ୍ୟଟକଙ୍କୁ ଗୁରୁବାର ଲାଇଫ୍‌ଗାର୍ଡ ଉଦ୍ଧାର କରିଛନ୍ତି। ଉଦ୍ଧାର ପର୍ଯ୍ୟଟକମାନେ ହେଲେ ପଶ୍ଚିମବଙ୍ଗ ହାୱଡାର ଦମ୍ପତି ଗୋବିନ୍ଦ ଧର(୪୨)ଓ ତନୁଶ୍ରୀ(୨୬) ଏବଂ ବାବୁଲା ମାଲକର୍‌(୩୪) ଓ ତାଙ୍କ ସ୍ତ୍ରୀ ଝୁମା(୩୦)। ଏହି ଦୁଇ ପରିବାର ଶ୍ରୀକ୍ଷେତ୍ର ବୁଲିବାକୁ ଆସିଥିଲେ। ଅପରାହ୍ନରେ ସେକ୍ଟର-୧୧ ଚୈତନ୍ୟ ଛକ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିବା ବେଳେ ଲହଡ଼ି ମାଡ଼ରେ ସମୁଦ୍ର ଭିତରକୁ ଚାଲିଯାଇଥିଲେ। ସେମାନଙ୍କ ଚିତ୍କାର ଶୁଣି ସେଠାରେ ଉପସ୍ଥିତ ଲାଇଫ୍‌ଗାର୍ଡମାନେ ସମୁଦ୍ରକୁ ଡେଇଁ ଉଭୟ ଦମ୍ପତିଙ୍କୁ ଉଦ୍ଧାର କରି କୂଳକୁ ଆଣିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମାନିଆଙ୍କ ପାଇଁ ଟ୍ରାଫିକ ପୋଲିସର କଡ଼ା ନିୟମ: ରେଡ୍‌ ସିଗ୍‌ନାଲ ଭାଙ୍ଗିଲେ…

ଭୁବନେଶ୍ୱର,୧୯।୩: ରାଜଧାନୀରେ ଟ୍ରାଫିକ ସିଗନାଲ ଭାଙ୍ଗିଲେ ତଣ୍ଡ ଗଣିବେ ଗାଡି ଚାଳକ। ଏଥିସହିତ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବାର ବି ଭୟ ରହିଛି। ଟ୍ରାଫିକ ସିଗନାଲ...

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି...

ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ

ନୀଳଗିରି,୧୯।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର...

ମୋ ଅଭିଧାନରେ ନାହିଁ ଶବ୍ଦ ବିଲୁପ୍ତ

ଜୀବନ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ନିତାନ୍ତ ଆବଶ୍ୟକ। ଏହାକୁ ଆଧାର କରି ସେ ବାସଗୃହ ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ପାଦ ଥାପିଥିଲେ।...

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ...

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି...

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮...

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri