Posted inଜାତୀୟ

ଗାନ୍ଦରବଲ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ସର୍ଚ୍ଚଅପରେଶନ କରାଯାଇ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri