ଗାନ୍ଧିଜୀଙ୍କ ପ୍ରଚାର ପାଇଁ ଆମେରିକା କଂଗ୍ରେସରେ ବିଲ୍‌

ଓ୍ବାଶିଂଟନ,୨୨ା୧୨ ମହତ୍ମା ଗାନ୍ଧୀ ଓ ମାର୍ଟିନ ଲୁଥର କିଙ୍ଗ୍‌ ଜୁନିୟରଙ୍କ ଲିଗାସୀର ପ୍ରଚାର ପ୍ରସାର ପାଇଁ ସିଭିଲ ରାଇଟ୍ସ ନେତା ତଥା କଂଗ୍ରେସ ସଦସ୍ୟ ଜନ୍‌ ଲଓ୍ବେିସ୍‌ ଆମେରିକା ପ୍ରତିନିଧି ସଭାରେ ଏକ ବିଲ୍‌ ଆଣିଛନ୍ତି। ଆଗାମୀ ୫ ବର୍ଷ ପାଇଁ ଏଦିଗରେ ୧୫୦ ନିୟୁତ ଡଲାର ବଜେଟ ମଞ୍ଜୁର ପାଇଁ ସେ ଦାବି କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ବିଶ୍ୱର ଦୁଇ ବୃହତ ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ବନ୍ଧୁତ୍ୱକୁ ସୁଦୃଢ଼ କରିବା ସହ ଗାନ୍ଧିଜୀ ଓ ମାର୍ଟିନ ଲୁଥରଙ୍କ ଲିଗାସୀ ଓ ଅବଦାନକୁ ସମ୍ମାନ ଜଣାଇ ଏହି ହାଉସ୍‌ ବିଲ୍‌ ଅଣାଯାଇଛି। ବିଲ୍‌ର ପ୍ରସ୍ତାବ ଅନୁଯାୟୀ ଅନ୍ତର୍ଜାତୀୟ ବିକାଶ ପାଇଁ ଗାନ୍ଧୀ-କିଙ୍ଗ୍‌ ଡେଭେଲପମେଣ୍ଟ ଫାଉଣ୍ଡେଶନ ପ୍ରତିଷ୍ଠା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri