Posted inଜାତୀୟ

ଗାନ୍ଧୀ ଜୟନ୍ତୀରେ ମୁକୁଳିବେ ୬୦୦ ବନ୍ଦୀ

ନୂଆଦିଲ୍ଲୀ,୩୦ା୯(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଅକ୍ଟୋବର ୨ରେ ବିଭିନ୍ନ ଜେଲରେ ଥିବା ପାଖାପାଖି ୬୦୦ ବନ୍ଦୀଙ୍କୁ ମୁକ୍ତକରିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନ ସହଯୋଗରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବନ୍ଦୀମାନଙ୍କ ତାଲିକା ପ୍ରସ୍ତୁତ କରୁଛି। ତେବେ ହତ୍ୟା, ବଳାତ୍କାର କିମ୍ବା ଦୁର୍ନୀତି ମାମଲାରେ ଦୋଷୀସାବ୍ୟସ୍ତ ବନ୍ଦୀଙ୍କୁ ଛଡ଼ାଯିବ ନାହିଁ। ଗାନ୍ଧିଜୀଙ୍କ ଜନ୍ମବାର୍ଷିକୀ ଅବସରରେ ସ୍ବତନ୍ତ୍ର କ୍ଷମା ଯୋଜନାରେ ପୂର୍ବରୁ ୨୦୧୮ ଅକ୍ଟୋବର ୨ ଓ ୨୦୧୯ ଏପ୍ରିଲ ୬ରେ ମଧ୍ୟ କେତେଜଣ ବନ୍ଦୀଙ୍କୁ ମୁକ୍ତ କରାଯାଇଥିଲା। ୫୫ ବର୍ଷରୁ ଊର୍ଦ୍ଧ୍ୱ ମହିଳା ଓ ୬୦ ବର୍ଷରୁ ଊର୍ଦ୍ଧ୍ୱ ପୁରୁଷ ବନ୍ଦୀ, ଯେଉଁମାନେ ସେମାନଙ୍କ ଦଣ୍ଡାଦେଶର ଅଧା ସମୟ ଜେଲ୍‌ରେ କାଟିସାରିଥିବେ ସେମାନଙ୍କୁ ମୁକ୍ତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ସେହିପରି ୫୫ ବର୍ଷରୁ ଊର୍ଦ୍ଧ୍ୱ କିନ୍ନର ଏବଂ ୭୦ ପ୍ରତିଶତ ଭିନ୍ନକ୍ଷମ ଥିବା ବନ୍ଦୀଙ୍କୁ ମଧ୍ୟ ଏହି ଯୋଜନାର ଫାଇଦା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri