ଗାନ୍ଧୀ ଜୟନ୍ତୀ: ପ୍ଲାଷ୍ଟିକ୍‌ ବର୍ଜନ ନେଇ ଶୋଭାଯାତ୍ରା

ବନ୍ତ,୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ କାଦବରାଙ୍ଗ ନୋଡାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନେ ପ୍ଲାଷ୍ଟିକ ବର୍ଜନ ସ୍ଲୋଗାନ ଦେଇ ଏକ ଶୋଭାଯାତ୍ରାରେ ବଜାର ପରିକ୍ରମା କରିଥିଲେ। ଡିସ୍‌ର ସମ୍ପାଦିକା ସ୍ମୃତିରେଖା ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…

ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri