‘ଗାନ୍ଧୀ ଶାନ୍ତିକେନ୍ଦ୍ର’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଅହିଂସା ଭାରତୀୟତାର ପରିଚୟ’

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରିଠାରେ ଶନିବାର ଗାନ୍ଧି ଶାନ୍ତିକେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରି ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ୫ ଏକର ଜମିରେ ସ୍ଥାପିତ ଗାନ୍ଧି ଶାନ୍ତିକେନ୍ଦ୍ର ଆଦିତ୍ୟ ବିର୍ଲା ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ପ୍ରତିଷ୍ଠିତ ହୋଇଛି। ଏହି କେନ୍ଦ୍ର ଯୁବପିଢ଼ିଙ୍କୁ ବାପୁଙ୍କୁ ଅହିଂସା ନୀତି ଓ ଆଦର୍ଶ ବିଷୟରେ ଜଣାଇବ ବୋଲି ଆଶା ରଖାଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉକ୍ତ ସଂଗ୍ରହାଳୟରେ ଗାନ୍ଧିଜୀଙ୍କ ସ୍ମୃତି ଚିହ୍ନ ରହିଛି। ହିନ୍ଦୀ, ଇଂରାଜୀ ଓ ଓଡ଼ିଆ ଭାଷାରେ ଏହା ମହାତ୍ମାଙ୍କ କାହାଣୀ କହିବ। ୨୦୧୩ରେ ଆଦିତ୍ୟ ବିର୍ଲା ଫାଉଣ୍ଡେଶନ ସହ ଏଥିନେଇ ଚୁକ୍ତିନାମା ହୋଇଥିଲା। ଗାନ୍ଧିଜୀଙ୍କ ୧୫୦ତମ ଜନ୍ମବାର୍ଷିକୀରେ ଏହା ଏକ ସ୍ମାରକୀ ସାଜିବ। ଏହି କେନ୍ଦ୍ର ଲୋକଙ୍କୁ ଗାନ୍ଧୀଙ୍କ ବିଷୟରେ ସଚେତନ କରିବ। ତାଙ୍କ ଆଦର୍ଶର ଗଭୀରତାକୁ ଉପଲବ୍ଧି କରିବାକୁ ଅନୁପ୍ରେରିତ କରିବ। ଅହିଂସା ବିଶ୍ୱସ୍ତରୀୟ ହୋଇସାରିଛି, ଏହା ଭାରତୀୟତାର ପରିଚୟ। ସମ୍ବିଧାନରେ ଅହିଂସାକୁ ସ୍ଥାନିତ କରିବାକୁ ଦାବି କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri