Posted inଜାତୀୟ

ଗାର୍ଗି କଲେଜ ଘଟଣାକୁ ନିନ୍ଦା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୨: ଆମ ଆଦମୀ ପାଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଟୁଇଟ୍‌ କରି ଗାର୍ଗି କଲେଜରେ ଛାତ୍ରୀଙ୍କୁ କରାଯାଇଥିବା ଦୁର୍ବବ୍ୟହାର ଘଟଣାର ନିନ୍ଦା କରିଛନ୍ତି। ଏହାସହ ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବା ସହ ଛାତ୍ରୀମାନଙ୍କୁ ସୁରକ୍ଷା ଯୋଗାଇ ଦେବାକୁ କହିଛନ୍ତି। ଏହି ଘଟଣାକୁ ସେ ଦୁଃଖଦ ଓ ନିରାଶାଜନକ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଗାର୍ଗି କଲେଜରେ ବାର୍ଷିକୋତ୍ସବ ଚାଲିଥିବା ସମୟରେ କିଛି ବ୍ୟକ୍ତି ମଦ୍ୟପାନ କରି କଲେଜ ଭିତରେ ପ୍ରବେଶ କରିବା ସହ ଛାତ୍ରୀମାନଙ୍କୁ ଅଶ୍ଳୀଳ ବ୍ୟବହାର କରିବା ସହ ମାରପିଟ କରିଥିଲେ ବୋଲି ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?