Posted inଫୁରସତ

ଗାର୍ଲଫ୍ରେଣ୍ଡ୍‌ଙ୍କୁ ଯୁବକ ପିନ୍ଧାଇଲେ ଏମିତି ମୁଦି, ଦେଖିଲେ ଲାଗିବ ଘୃଣା

ଶୋସିଆଲ ମିଡିଆରେ ଏକ ଏନ୍‌ଗେଜ୍‌ମେଣ୍ଟ ରିଙ୍ଗ୍‌ ଭାଇରାଲ ହୋଇଛି। ଏହି ରିଙ୍ଗ୍‌ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବା ସହ ଘୃଣା ବି କରିବ। ଏହି ରିଙ୍ଗ୍‌ ବା ମୁଦି କୌଣସି ସୁନା କିମ୍ବା ରୁପାରେ ନୁହେଁ, ମୁଣ୍ଡ କେଶରେ ତିଆରି ହୋଇଛି। ଏହି ଫଟୋକୁ ଶେୟାର କରିଥିବା ମହିଳାଙ୍କ ପରିଚୟ ମିଳୁନାହିଁ। କିନ୍ତୁ ଶୋସିଆଲ ମିଡିଆରେ କେହି ଜଣେ ଯୁବକ ଏହାର ସ୍କ୍ରିନ୍‌ସଟ୍‌ କରି ଫେସ୍‌ବୁକ୍‌ରେ ଶେୟାର କରିଛନ୍ତି। ଶେୟାର ହୋଇଥିବା ଏହି ଫଟୋରେ ମହିଳା ଜଣକ କ୍ୟାପଶନ ବି ଲେଖିଛନ୍ତି, ମୋ’ ‘ବୟଫ୍ରେଣ୍ଡ ଏବେ ଭାବିସ୍ବାମୀ’। ଆହୁରି ମଧ୍ୟ ମହିଳା ଜଣକ ଲେଖିଛନ୍ତି, ଏହି ମୁଦି ପିନ୍ଧାଇ ମୋ’ ବୟଫ୍ରେଣ୍ଡ ବିବାହ ପ୍ରପୋଜ କରିଛନ୍ତି। ଫେସ୍‌ବୁକ୍‌ରେ ଫଟୋ ଏହି ଦେଖି ଲୋକେ ବିଭିନ୍ନ କମେଣ୍ଟ ମଧ୍ୟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି ଏପରି ମୁଦି ଦେଖି ଘୃଣା ଲାଗୁଛି। ଆଉ ଜଣେ ଲେଖିଛନ୍ତି ବୟଫ୍ରେଣ୍ଡଙ୍କ ପ୍ରୟାସ ଖୁବ୍‌ ଭଲ। ଏଭଳି ଅନେକ କମେଣ୍ଟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri