ଗୀତ ଗାଇ ସଚେତନ କରାଇଲେ ବିଡିଓ

ଖଇରା, ୧୫।୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ କାର୍ଯ୍ୟରତ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରି ଚର୍ଚ୍ଚାକୁ ଆସିଛନ୍ତି। ପ୍ରଥମେ ସେ ଗାଁ ଗହଳିରୁ ମଦ ଜବତ କରିବା ସହ ହାଟରେ ସାମାଜିକ ଦୂରତ୍ୱ ପଦ୍ଧତି ଶିଖାଇଥିଲେ। ମଙ୍ଗଳବାର ସେ ରପେୟା ପଞ୍ଚାୟତକୁ ଯାଇ ଗୀତ ଗାଇ ଲୋକଙ୍କୁ ସଚେତନତା ବାର୍ତ୍ତା ଦେବା ବେଶ ନିଆରା ଥିଲା। ରାଶନ କାର୍ଡ ଓ ନିର୍ମାଣ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ଅର୍ଥକୁ ନେବା ପାଇଁ ଆସିଥିବା ହିତାଧିକାରୀମାନେ ବିଡିଓଙ୍କ ଗୀତରେ ଉତ୍ସାହିତ ହୋଇ ସାମାଜିକ ଦୂରତା ରକ୍ଷା କରି ଜଣକ ପରେ ଜଣେ ଅର୍ଥ ସହିତ ମାସ୍କ ଓ ସାବୁନ ନେଇ ଘରକୁ ଯାଇଥିଲେ ା ଅର୍ଥ ବଣ୍ଟନ କାର୍ଯ୍ୟକ୍ରମରେ ନୂତନ ନିଯୁକ୍ତ ନିର୍ବାହୀ ଅଧିକାରିଣୀ ଆରତୀ ବେହେରା, ସ୍ଥାନୀୟ ସରପଞ୍ଚ ଅଜୟ କୁମାର ସାମଲ, ସମିତିସଭ୍ୟା ଅନୀତା ନାୟକ, ସମାଜମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ତ୍ରିଦୀବ ସୁନ୍ଦର ବରାଳ, ଅନ୍ତରା ସମବାୟ ସମିତି ସମ୍ପାଦକ ବିକାଶ ନାୟକ, ଯନ୍ତ୍ରୀ ନିର୍ମଳକାନ୍ତ ପରିଡା, ଶିକ୍ଷକ ପ୍ରଶାନ୍ତ ତ୍ରିପାଠୀ ଓ ବିନୋଦ ନାୟକ ପ୍ରମୁଖ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri