ଗୁଗୁଲ ମୁଖ୍ୟଙ୍କ ଭବିଷ୍ୟବାଣୀ: ଫାଇନାଲ ଖେଳିବ ଭାରତ

ଓ୍ବାଶିଂଟନ,୧୩।୬(ପିଟି): ଭାରତ ଓ ଇଂଲଣ୍ଡ ମଧ୍ୟରେ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲ ଖେଳାଯିବ ବୋଲି ଗୁଗୁଲର ଇଣ୍ଡୋ-ଆମେରିକାନ ସିଇଓ ସୁନ୍ଦର ପିଚାଇ ଗୁରୁବାର ଭବିଷ୍ୟବାଣୀ କରିଛନ୍ତି। ଏହି ମୁକାବିଲାକୁ ମେନ୍‌ ଇନ୍‌ ବ୍ଲ୍ୟୁ ଦଳ ଜିତିବା ସପକ୍ଷରେ ରହିଛନ୍ତି ବୋଲି ସେ କହିଛନ୍ତି। କାଲିଫର୍ନିଆସ୍ଥିତ ଇଣ୍ଟରନେଟ କମ୍ପାନୀର ୪୬ ବର୍ଷୀୟ ମୁଖ୍ୟ ଜଣେ କ୍ରିକେଟ ପ୍ରଶଂସକ। ଭାରତ ଓ ଆୟୋଜକ ଇଂଲଣ୍ଡ ମଧ୍ୟରେ ଆଇସିସି ବିଶ୍ୱକପ୍‌ର ଫାଇନାଲ ଖେଳାଯିବା ଉଚିତ। କିନ୍ତୁ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ଭଳି ଶକ୍ତିଶାଳୀ ଦଳ ଟୁର୍ନାମେଣ୍ଟରେ ରହିଛନ୍ତି ବୋଲି ପିଚାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri