ଗୁଜବଠାରୁ ଦୂରେଇ ରହିବାକୁ ପରାମର୍ଶ

ଭୁବନେଶ୍ୱର,୩୧ା୩ (ବ୍ୟୁରୋ)- ମଦ୍ୟପାନ କୋଭିଡ୍‌-୧୯ ସଂକ୍ରମଣ ରୋକିପାରିବନି। କରୋନାରୁ ବଞ୍ଚତ୍ବା ପାଇଁ ମଦ୍ୟପାନ କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଶରୀରର ପ୍ରତିରୋଧକାରୀ ଶକ୍ତି କମିଯିବ। ବାରମ୍ବାର ମଦ୍ୟପାନ କରିବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ। କରୋନାରୁ ରକ୍ଷା ପାଇବା ପାଇଁ ସରକାର ସାମାଜିକ ଦୂରତ୍ୱକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଘର ଭିତରେ ରହି ହାଲୁକା ବ୍ୟାୟାମ କରିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ସମୟରେ ସାରା ବିଶ୍ୱରେ ବଢ଼ିଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ତେବେ ଏହି ଭୂତାଣୁ କବଳରୁ ବଞ୍ଚତ୍ବା ପାଇଁ ବିଭିନ୍ନ ଗୁଜବର ପ୍ରଚାର ହେଉଛି। ଗୁଜବକୁ ବିଶ୍ୱାସ ନ କରି ସଚେତନ ହେବାକୁ ରାଜ୍ୟ ସରକାର ବାରମ୍ବାର ପରାମର୍ଶ ଦେଉଛନ୍ତି। ତେବେ କିଛି ଲୋକ କରୋନାରୁ ରକ୍ଷା ପାଇବା ପାଇଁ ମଦ୍ୟପାନ କରୁଥିବା ଖବର ଆସୁଛି। ଏପରିସ୍ଥଳେ ଗୁଜବରୁ ଦୂରେଇ ରହି ସୁସ୍ଥ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…

ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା…

IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

ବିସିସିଆଇ ଅଧିକାରୀଙ୍କ ସହ ସାକ୍ଷାତ କଲେ ରୋହିତ ଶର୍ମା; ଜାଣନ୍ତୁ କ’ଣ ହେଲା ବୈଠକରେ

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଗଣମାଧ୍ୟମରେ ଗୁରୁବାର ପ୍ରକାଶିତ ଖବରରୁ ଭାରତୀୟ କ୍ରିକେଟ ହଇଚଇ ସୃଷ୍ଟି ହୋଇଥିଲା ଯେଉଁଥିରେ ଦାବି କରାଯାଇଥିଲା ଯେ ୧୯ ଜୁଲାଇରେ ଲର୍ଡସରେ ଇଂଲଣ୍ଡ…

୭ ମାସର ଗର୍ଭବତୀ ଥାଇ ଆକ୍ସନ କରୁଛନ୍ତି ଦୀପିକା

ବଲିଉଡ ହେଉ କି ହଲିଉଡ ଆଜିର ଅଭିନେତ୍ରୀମାନେ ଗର୍ଭାବସ୍ଥାରେ ମଧ୍ୟ ଅତ୍ୟନ୍ତ ସମର୍ପିତ ହୋଇ ସେମାନଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri