Posted inଜାତୀୟ

ଗୁଜରାଟ ପରାଜୟର କାରଣ ଖୋଜିବାକୁ କମିଟି ଗଠନ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧: ସଦ୍ୟ ସମାପ୍ତ ଗୁଜରାଟ ବିଧାନସଭା ନିର୍ବାଚନରେ କଂଗ୍ରେସର ପ୍ରଦର୍ଶନକୁ ମୂଲ୍ୟାୟନ କରିବା ସହ ପ୍ରତିକାର ପଦକ୍ଷେପ ସମ୍ପର୍କରେ ପ୍ରସ୍ତାବ ଦେବା ଲାଗି ଦଳ ପକ୍ଷରୁ ବୁଧବାର ୩ ଜଣିଆ ଫ୍ୟାକ୍ଟ-ଫାଇଣ୍ଡିଂ କମିଟି ଗଠନ କରାଯାଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗଠନ କରିଥିବା ଏହି କମିଟିରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ନୀତିନ ରାଉତ୍‌ ଅଧ୍ୟକ୍ଷ ଥିବାବେଳେ ସକିଲ ଅହମଦ ଖାନ୍‌ ଏବଂ ସପ୍ତଗିରି ଉଲାକା ସଦସ୍ୟ ରହିଛନ୍ତି। ଦୁଇ ସପ୍ତାହ ମଧ୍ୟରେ କମିଟି ଏହାର ରିପୋର୍ଟ କଂଗ୍ରେସ ଅଧ୍ୟକ୍ଷଙ୍କୁ ପ୍ରଦାନ କରିବ ବୋଲି ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ କହିଛନ୍ତି। ୧୮୨ ଆସନ ବିଶିଷ୍ଟ ଗୁଜରାଟ ବିଧାନସଭା ନିର୍ବାଚନରେ କଂଗ୍ରେସ ମାତ୍ର ୧୭ଟି ଆସନ ଜିତିଥିଲା। ଏହି ଦଳକୁ ୨୭.୨୮ ପ୍ରତିଶତ ଭୋଟ ମିଳିଥିଲା, ଯାହାକି ଗୁଜରାଟରେ ଦଳ ପାଇଁ ସବୁଠୁ ନୈରାଶ୍ୟଜନକ ପ୍ରଦର୍ଶନ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?