Posted inଖେଳ

ଗୁଜରାଟ ଫର୍ଚୁନ୍‌ଜିଆଣ୍ଟ୍ସର ବିଜୟ

ଚେନ୍ନାଇ, ୨୪ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍‌ ସିଜନ-୭ରେ କ୍ରମାଗତ ୬ଟି ମ୍ୟାଚରେ ପରାଜିତ ହେବା ପରେ ବିଜୟ ଲାଭ କରିଛି ଗୁଜରାଟ ଫର୍ଚୁନ୍‌ଜିଆଣ୍ଟ୍ସ୍ସ। ସ୍ଥାନୀୟ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ ୨୯-୨୬ ପଏଣ୍ଟ ବ୍ୟବଧାନରେ ପାଟନା ପାଇରେଟ୍ସକୁ ପରାସ୍ତ କରିଛି। ରୋହିତ ଗୁଲିଆଙ୍କ ସୁପର ୧୦ (୧୦ରେଡ୍‌ ପଏଣ୍ଟ) ମ୍ୟାଚର ଗତିପଥ ବଦଳାଇ ଦେଇଥିଲା। ଫଳତଃ ପ୍ରଦୀପ ନରଓ୍ବାଲଙ୍କ ପ୍ରଭାବୀ ପ୍ରଦର୍ଶନ ଫିକା ପଡ଼ିଯାଇଥିଲା। ଅନ୍ୟ ଏକ ମ୍ୟାଚରେ ୟୁ ମୁମ୍ବା ୨୯-୨୪ରେ ତାମିଲ ଥଲାଇଭାସକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri