Posted inଜାତୀୟ

ଗୁଜରାଟ ମାଡ ହେବା ପୂର୍ବରୁ ଦିଗ ବଦଳାଇଲା ‘ବାୟୁ’: ମୁଖ୍ୟମନ୍ତ୍ରୀ କହିଲେ, ସବୁ ଭଗବାନ କୃଷ୍ଣଙ୍କ କୃପା

ଅହମ୍ମଦାବାଦ, ୧୪।୬:ସାମୁଦ୍ରିକ ବାତ୍ୟା ‘ବାୟୁ’ ଦିଗ ବଳାଇଛି। ଗୁଜରାଟରେ ମାଡ଼ହେବା ପୂର୍ବରୁ ଏହା ପୁଣି ଆରବ ସାଗର ମୁହାଁ ହୋଇଛି। ଭେରେଭାଲ୍‌, ପୋର୍‌ବନ୍ଦର, ଓ ଦ୍ୱାରକା ପାଖଦେଇ ଏହା ଚାଲିଯିବ ବୋଲି ଜଣାପଡ଼ିଛି। ଏନେଇ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ନିଜ ମତ ରଖି କହିଛନ୍ତି, ଭଗବାନଙ୍କ କୃଷ୍ଣ, ହରିଶିଦ୍ଧି ମାତା ଏବଂ ଭଗବାନ ସୋମନାଥଙ୍କ ଯୋଗୁ ସବୁ ସମ୍ଭବ ହେଲା। ବାତ୍ୟା ଯୋଗୁ ଆମ କ୍ଷତି ହୋଇନି। ଏବେ ଏହା ଗୁଜରାଟ ଉପକୂଳରୁ ୧୧୦ କିମି ଦୂରରେ ରହିଛି। ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସହ ୧୪୫ କିମି ବେଗରେ ପବନ ବୋହୁଥିବାବେଳେ ହାଇଆଲର୍ଟ ଜାରି କରାଯାଇଛି ବୋଲି ସେ କହିଛନ୍ତି। ଏନେଇ ଭଗବାନଙ୍କୁ ଧନ୍ୟବାଦ ଦେବି ବୋଲି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ,ବାତ୍ୟାର ଭୟାବହତାକୁ ଦେଖି ବୁଧବାର ଉପକୂଳ ଅଞ୍ଚଳରେ ଥିବା ୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri