ଗୁଜୁରାତିରେ ରହିଛି ଅନେକ ଔଷଧୀୟ ଗୁଣ

ଗୁଜୁରାତି ଖାଲି ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ। ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ଜାଣନ୍ତୁ  ଏ ସମ୍ପର୍କରେ…

– ଗୁଜୁରାତି ଖାଇବା ଦ୍ୱାରା ପାଚନକ୍ରିୟା ସହଜ ହୋଇଥାଏ। ପ୍ରତିଦିନ ସକାଳେ ୪/୫ଟି ଗୁଜୁରାତି ପାଣିରେ ଭିଜାଇ ଏହାର ପାଣି ପିଇଲେ ସ୍ବାସ୍ଥ୍ୟ ପାଇଁ ବହୁ ଲାଭଦାୟକ। ପାଚନ ପ୍ରକ୍ରିୟା ସମ୍ବନ୍ଧୀୟ ସମସ୍ତ ସମସ୍ୟା ଦୂର ହୁଏ।

– ଗୁଜୁରାତିରୁ ଆଣ୍ଟି ଅକ୍ସିଡାଣ୍ଟ ମିଳିଥାଏ। ଯାହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ। ଯେଉଁମାନଙ୍କର ଡାଇବେଟିସ ରହିଛି, ସେମାନେ ଚା’ରେ ଗୁଜୁରାତି ମିଶାଇ ପିଇଲେ ଇନ୍‌ସ୍ୟୁଲିନ୍‌ ସ୍ତର କମ୍‌ ରହିଥାଏ।

– କାଶ ହେଉଥିଲେ ରାତିରେ ଅଳ୍ପ ଉଷୁମ ପାଣିରେ କିଛି ଗୁଜୁରାତି ଭିଜାଇ ଏହାର ପାଣି ୩/୪ ଦିନ ପର୍ଯ୍ୟନ୍ତ ପିଇଲେ ଆରାମ ମିଳିଥାଏ।

– ଗୁଜୁରାତି ଓଜନ କମ୍‌ କରିବାରେ ସହାୟକ ହୋଇଥାଏ। ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଏଥିରେ କିଛି ଗୁଜୁରାତି ପକାଇଲେ ମେଦବହୁଳତା ସମସ୍ୟାରୁ ମୁକ୍ତି ମିଳିଥାଏ।

– ଦିନକୁ ୨/୩ଟି ଗୁଜୁରାତି ଖାଇଲେ ନର୍ଭସନେସ୍‌ ଦୂର ହୋଇଥାଏ।

– ରକ୍ତଚାପ ସମସ୍ୟା ଦୂର କରେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri